Browsing Tag

muribahal news

ଜାମୁଟ ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭଯାତ୍ରା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି(କ) ପଞ୍ଚାୟତ ଜାମୁଟ ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଶୁକ୍ରବାର ସନ୍ଧ୍ୟାରେ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ନିକଟସ୍ଥ ଜଳାଶୟରୁ ମହିଳାମାନେ ଏକ ବିଶାଳ ଶୋଭଯାତ୍ରାରେ ଜଳପୂର୍ଣ୍ଣ କଳସ
Read More...

ଟଟୋପରା ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ପଞ୍ଚାୟତ ଟଟୋପରା ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ଆରମ୍ଭ ହୋଇଯାଇଛି । ଏହି ଅବସରରେ ମଙ୍ଗଳବାର ସନ୍ଧ୍ୟାରେ ଗ୍ରାମର ଶତାଧିକ ଶ୍ରଦ୍ଧାଳୁ ମହିଳା ସ୍ଥାନୀୟ ଚୌଖୁଟ ବନ୍ଧରୁ ୧୦୮ଜଳପୂର୍ଣ୍ଣ କଳସ ଆଣି
Read More...

ଗୁଞ୍ଚିତରା ୟୁପି ସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠ ପଢୁଥିବା ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ
Read More...

ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଉଲ୍ଲାସ ପରୀକ୍ଷା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ସମସ୍ତ ସରକାରୀ ଶିକ୍ଷାନୁଷ୍ଠାନମାନଙ୍କରେ ଭାରତ ସରକାରଙ୍କ ଉଲ୍ଲାସ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୧୫ ବର୍ଷ ବୟସରୁ ଅଧିକ ପୁରୁଷ ଓ ମହିଳା ଯେଉଁମାନେ ସ୍ୱାକ୍ଷର ନାହାନ୍ତି
Read More...

ଚଲକିରେ କୃଷକ ଉତ୍ପାଦକ କମ୍ପାନୀର ବ୍ଲକସ୍ତରୀୟ ସମନ୍ୱୟ ଓ ସଚେତନତା ବୈଠକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଲକି ପଞ୍ଚାୟତ ଚଲକି ଛକସ୍ଥିତ ଗିରି ଗୋବର୍ଦ୍ଧନ ମନ୍ଦିର ପ୍ରାଙ୍ଗଣରେ ମୁରିବାହାଲର ପ୍ରଗତି କୃଷକ ଉତ୍ପାଦକ କମ୍ପାନୀ, ମହାଶକ୍ତି ଫାଉଣ୍ଡେସନ ଆନୁକୂଲ୍ୟରେ ତଥା ଭାରତ ସରକାରଙ୍କ ନାବାର୍ଡ ସହାୟତାରେ ବ୍ଲକସ୍ତରୀୟ
Read More...

ପାରିବାରିକ କଳହରୁ କାକା ଓ ଦୁଇ ପୁତୁରା ମଧ୍ୟରେ କଟୁରୀରେ ହଣାହଣି : ୩ ଗୁରୁତର

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗଁରେଇ ଗ୍ରାମରେ ପୂର୍ବ ଶତ୍ରୁତା ଓ ପାରିବାରିକ କଳହକୁ ନେଇ ଜଣେ ସମ୍ପର୍କୀୟ କାକା ଓ ତାଙ୍କ ଦୁଇ ପୁତୁରା ମଧ୍ୟରେ ଧାରୁଆ କଟୁରୀରେ ହଣାହଣି ହେବାରୁ ତିନିଜଣ ଗୁରୁତରଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଥିବା
Read More...

ହଳଦୀରେ ଜନମୁକ୍ତି ଅନୁଷ୍ଠାନର ୨୯ତମ ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ କଲ୍ୟାଣ ମଣ୍ଡପଠାରେ ଜନମୁକ୍ତି ଅନୁଷ୍ଠାନର ସମ୍ପାଦକ ଭଜରାମ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଜନମୁକ୍ତି ଅନୁଷ୍ଠାନର ୨୯ତମ ବାର୍ଷିକ ସାଧାରଣ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ
Read More...

ଗୁଡିଘାଟ ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ର ଆୟୁଷ ଡାକ୍ତରଙ୍କ କଳାବ୍ୟାଜ୍ ପିନ୍ଧି ପ୍ରତିବାଦ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲାର ବିଭିନ୍ନ ପିଏଚ୍‌ସି ଓ ସିଏଚ୍‌ସିମାନଙ୍କରେ କାର୍ଯ୍ୟରତ ଆୟୁଷ ଡାକ୍ତରମାନେ ଶୁକ୍ରବାରଠାରୁ କଳାବ୍ୟାଜ୍ ପିନ୍ଧି କାର୍ଯ୍ୟ କରୁଛନ୍ତି। । ସେମାନେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଏଭଳି କଳାବ୍ୟାଜ୍ ପିନ୍ଧି କାର୍ଯ୍ୟ କରିବେ । ଦୀର୍ଘ
Read More...

ମୁରିବାହାଲ ବ୍ଲକ ଆଉଟସୋର୍ସିଂ କର୍ମଚାରୀଙ୍କ କଳାବ୍ୟାଜ୍ ପରିଧାନ ସହ ପ୍ରତିବାଦ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଆହ୍ଵାନକ୍ରମେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ବିଭିନ୍ନ କାର୍ଯ୍ୟାଳୟରେ କାର୍ଯ୍ୟରତ ବହୁ ଆଉଟସୋର୍ସିଂ କର୍ମଚାରୀ ବୁଧବାରଠାରୁ କଳାବ୍ୟାଜ୍ ପରିଧାନ କରି ପ୍ରତିବାଦ କରୁଛନ୍ତି । ଜିଲ୍ଲାର ସମସ୍ତ
Read More...

ମୁରିବାହାଲ ବ୍ଲକରେ ବେଆଇନ ଛଦ୍ମ ଗାଁ ସାଥୀରେ : କୋଟି କୋଟି ଟଙ୍କାର ମନରେଗା ଉନ୍ନୟନ କାମ

ମୁରିବାହାଲ ବ୍ଲକ ଗାଁସାଥୀ ସଂଘର ବିଡ଼ିଓଙ୍କ ନିକଟରେ ତୀବ୍ର ପ୍ରତିବାଦ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅଞ୍ଚଳରେ ବେଆଇନ୍ ଛଦ୍ମ ଗାଁସାଥୀ (ମେଟ୍) ମାନଙ୍କ ଦ୍ଵାରା କୋଟି କୋଟି ଟଙ୍କାର ମନରେଗା ଉନ୍ନୟନ କାର୍ଯ୍ୟ କରାଯାଉଥିବାକୁ ନେଇ ବ୍ଲକ
Read More...