Browsing Tag

muribahal news

ମୁରିବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର ରମେଶ ଚନ୍ଦ୍ର ମହାନନ୍ଦଙ୍କୁ ସମ୍ବର୍ଦ୍ଧନା ସମାରୋହ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ରମେଶ ଚନ୍ଦ୍ର ମହାନନ୍ଦଙ୍କୁ ବୁଧବାର କଲେଜ ପରିସରରେ ସ୍ଵତନ୍ତ୍ର ରୂପେ ସମ୍ବର୍ଦ୍ଧିତ କରାଯାଇଥିଲା । ସେ ଆମେରିକାର…
Read More...

ବିଜାମାଲରେ ବର୍ଷା ଦିନରେ ଜଳକଷ୍ଟ

ମାସେ ଗଲାନି ଜଳଯୋଗାଣ କାମବହୁ ସ୍ଥାନରେ ପାଇପ୍ ଫାଟି ପାଣି ଲିକ୍ଗ୍ରାମବାସୀ ବିଡ଼ିଓଙ୍କ ଦ୍ୱାରସ୍ଥ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ବିଜାମାଲ ଗ୍ରାମରେ ବର୍ଷା ଦିନରେ ଜଳକଷ୍ଟ ସମସ୍ୟା ଦେଖାଦେଇଛି । ଚଳିତ ବର୍ଷ ମାତ୍ର ଏକ…
Read More...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ମାନିତ ହେଲେ ସହକାରୀ ଶିକ୍ଷକ ଭାଗ୍ୟବାନ ବାଗ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ପବିତ୍ର ଗୁରୁ ଦିବସ ଅବସରରେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବାଙ୍କେଲ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ଭାଗ୍ୟବାନ ବାଗ ସ୍କୁଲ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ଦ୍ଵାରା ମନୋନୀତ ହୋଇ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ମାନିତ…
Read More...

ବାଗବାହାଲିରେ ବିଜେପିର ବିରାଟ ମିଶ୍ରଣ ପର୍ବ ଓ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ

ବରିଷ୍ଠ ବିଜେଡି ନେତା ବୁଦ୍ଧଦେବ ମହାକୁରଙ୍କ ସହ ଶତାଧିକ ବିଜେଡି କର୍ମୀଙ୍କ ବିଜେପିରେ ଯୋଗଦାନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଣାବାହାଲ ପଞ୍ଚାୟତ ବାଗବାହାଲି ଗ୍ରାମରେ ବ୍ଲକ ବିଜେପିର ବିରାଟ ମିଶ୍ରଣ ପର୍ବ ଓ ନୂଆଁଖାଇ ଭେଟଘାଟ…
Read More...

ସାରସପଡ଼ା ଗ୍ରାମର ଅବସରପ୍ରାପ୍ତ ବ୍ଲକ କର୍ମଚାରୀ ନିରଞ୍ଜନ ତାଣ୍ଡିଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଡଙ୍ଗରପଡ଼ା ପଞ୍ଚାୟତ ସାରସପଡ଼ା ଗ୍ରାମର ବରିଷ୍ଠ ବ୍ୟକ୍ତି ତଥା ଅବସରପ୍ରାପ୍ତ ବ୍ଲକ କର୍ମଚାରୀ ନିରଞ୍ଜନ ତାଣ୍ଡି(୯୫)ଙ୍କ ଶୁକ୍ରବାର ସକାଳେ ସାରସପଡ଼ା ସ୍ଥିତ ତାଙ୍କ ବାସଭବନରେ ପରଲୋକ ହୋଇଯାଇଛି । କିଛି ଦିନ ତଳେ…
Read More...

ଗୋଇମୁଣ୍ଡରେ ୪୯ତମ ଦୁର୍ଗାପୂଜା ପାଇଁ ମାଟି ଅନୁକୂଳ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଇମୁଣ୍ଡ ଗ୍ରାମରେ ୪୯ତମ ଦୂର୍ଗାପୂଜା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ମାଁଙ୍କ ମୃଣ୍ମୟୀ ମୂର୍ତ୍ତି ତିଆରି ପାଇଁ ମୃତ୍ତିକା ଅନୁକୂଳ କରାଯାଇଥିଲା । ଯଥାରୀତି ପୂଜାର୍ଚ୍ଚନା କରାଯିବା ପରେ ଗ୍ରାମର ଟଙ୍ଗଜୋର…
Read More...

ମୁରିବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ମହାନନ୍ଦଙ୍କ ଡକ୍ଟରେଟ ଉପାଧି ଲାଭ

ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ମହାନନ୍ଦ ଡକ୍ଟରେଟ ଉପାଧି ଲାଭ କରିଛନ୍ତି । ସେ ଆମ ଅଞ୍ଚଳର ଜଣେ ଶିକ୍ଷକ୍ଷବିତ,…
Read More...

ନୂଆଁଖାଇ ପର୍ବ ଉପଲକ୍ଷେ ଓଡ଼ିଶା ଜୀବିକା ମିଶନ ପକ୍ଷରୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ନୂଆଁଖାଇ ବଜାର ଆୟୋଜିତ

୫୦ଲକ୍ଷ ଟଙ୍କାର ବ୍ୟବସାୟ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଓଡ଼ିଶା ଜୀବିକା ମିଶନ ପକ୍ଷରୁ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଉପଲକ୍ଷେ ବ୍ଲକର ବିଭିନ୍ନ ପଞ୍ଚାୟତରେ ନୂଆଁଖାଇ ବଜାର ଆୟୋଜିତ ହୋଇଯାଇଛି । ଏଥିରେ ବିଭାଗ ସହାୟତାରେ ବିଭିନ୍ନ…
Read More...

ମୁରିବାହାଲ ଡ଼ିଗ୍ରୀ କଲେଜରେ ସଚେତନତା କର୍ମଶାଳା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ sensitisation workshop for innovation and start-up competition-2025 କାର୍ଯ୍ୟକ୍ରମ ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।…
Read More...

ଗୋଇମୁଣ୍ଡରେ ୪୯ତମ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ ସହ ନୂତନ କମିଟି ଗଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଇମୁଣ୍ଡ ଗ୍ରାମର ଦୁର୍ଗାମଣ୍ଡପ ପ୍ରାଙ୍ଗଣରେ ଅକ୍ଷୟ କୁମାର ସାହୁଙ୍କ ସଭାପତିତ୍ୱରେ ୪୯ତମ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ବରିଷ୍ଠ ସାମ୍ବାଦିକ ଅଶୋକ ନାରାୟଣ…
Read More...