ପଙ୍ଗନିଆ ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ପଞ୍ଚାୟତ ପଙ୍ଗନିଆ(ବସ୍ତିପଡ଼ା)ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଶନିବାର ସ୍ଥାନୀୟ ଗାଁ ପୋଖରୀରୁ ଶତାଧିକ ମହିଳାଙ୍କ ଦ୍ଵାରା କଳସ ଶୋଭାଯାତ୍ରା ପ୍ରହରୀ ମଣ୍ଡପ ପର୍ଯ୍ୟନ୍ତ!-->…
Read More...
Read More...