ପତ୍ରାପାଲି ନିକଟରେ ଚଳନ୍ତା ପିକଅପ୍ ପଛରେ ପିଟି ହୋଇ ବାଇକ୍ ଆରୋହୀ ମୃତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ-ବଙ୍ଗୋମୁଣ୍ଡା ରାସ୍ତାର ପତ୍ରାପାଲି(କ)ଗ୍ରାମ କେନାଲ ନିକଟରେ ଚଳନ୍ତା ପିକଅପ୍ ପଛରେ ପିଟି ହୋଇ ଜଣେ ବାଇକ ଆରୋହୀଙ୍କ ଶୋଚନୀୟ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣଙ୍କ ସିନ୍ଧେକେଲା ଥାନା ଠେମରା ପଞ୍ଚାୟତ ଜାମତରା ଗ୍ରାମର!-->…
Read More...
Read More...