Browsing Tag

muribahal news

ଫୁଣ୍ଡେଲପଦର ଜୟ ମାଁ ତାରିଣୀ କ୍ରିକେଟ ପ୍ରତିଯୋଗିତା ଉଦ୍‌ଯାପିତ : ଝରିଆଲ ଚମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ଫୁଣ୍ଡେଲପଦର ଗ୍ରାମରେ ଚାଲିଥିବା ଜୟ ମାଁ ତାରିଣୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୧୬ଗୋଟି ଦଳ ଅଂଶ ଗ୍ରହଣ କରିଥିଲେ । ଫାଇନାଲ ଖେଳ ଝରିଆଲ ଦଳ ଏବଂ
Read More...

ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ବିଜୟ କୁମାର ରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଖୋଲାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ
Read More...

ମୁରିବାହାଲ ବ୍ଲକ ସଭାଗୃହରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଭାଗୃହରେ ଶନିବାର ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ବ୍ଲକ ଅଧ୍ୟକ୍ଷ ହରିବନ୍ଧୁ ମେହେରଙ୍କ ଅନୁପସ୍ଥିତିରେ ବିଡ଼ିଓ ବାସନ୍ତୀ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ
Read More...

ମୁରିବାହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ମହିଳା ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଠ ଦିନ ଧରି ଚାଲିଥିବା ମହିଳା ଆତ୍ମସୁରକ୍ଷା ତାଲିମ ଶିବିର ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ରମେଶ ଚନ୍ଦ୍ର ମହାନନ୍ଦଙ୍କ
Read More...

କୁର୍ଲୁବାହାଲ ହାଇସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଣାବାହାଲ ପଞ୍ଚାୟତ କୁର୍ଲୁବାହାଲ ହାଇସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା । ହାଇସ୍କୁଲ ଶାରୀରିକ ଶିକ୍ଷକ ବିନୋଦ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ମୁଖ୍ୟ ଅତିଥି ରୂପେ
Read More...

ଯମୁନା ଗ୍ରାମରେ ବ୍ଲକସ୍ତରୀୟ ମକର ମେଳା ମହୋତ୍ସବ ଉଦଯାପିତ : ଶ୍ରଦ୍ଧାଳୁଙ୍କ ବିପୁଳ ଜନସମାଗମ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଯମୁନା ଗ୍ରାମର ପ୍ରସିଦ୍ଧ ଡଙ୍ଗରବୁଢ଼ା ପାହାଡରେ ଗତ ଚାରିଦିନ ଧରି ଚାଲିଥିବା ଦ୍ଵିତୀୟ ବର୍ଷ ମକର ମେଳା ମହୋତ୍ସବ ତଥା ଷୋହଳ ପ୍ରହରୀ ନାମଯଜ୍ଞ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି । ସୋମବାର ଅଧିବାସ
Read More...

ଯମୁନା ଗ୍ରାମରେ ବ୍ଲକସ୍ତରୀୟ ମକରମେଳା ମହୋତ୍ସବ ପାଇଁ ମହିଳାଙ୍କ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଯମୁନା ଗ୍ରାମରେ ଥିବା ଡଙ୍ଗରବୁଢ଼ା ପାହାଡ଼ରେ ଅନୁଷ୍ଠିତ ହେବାକୁ ଥିବା ବ୍ଲକସ୍ତରୀୟ ପ୍ରସିଦ୍ଧ ମକର ମେଳାର ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ସୋମବାର ପବିତ୍ର ପୌଷ ପୂର୍ଣ୍ଣିମାରେ କଳସ ଶୋଭାଯାତ୍ରା ଓ
Read More...

ମୁରିବାହାଲରେ ସ୍ଵାମୀ ବିବେକାନନ୍ଦ ଯୁବକ ସଂଘର ୨୧ତମ ବାର୍ଷିକୋତ୍ସବ ଓ ସ୍ୱାମୀଜୀଙ୍କ ୧୬୩ତମ ଜନ୍ମ ଜୟନ୍ତୀ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦରମହକୁମା ରାଧାକୃଷ୍ଣ ଓ ଶିବମନ୍ଦିର କଲ୍ୟାଣ ମଣ୍ଡପଠାରେ ରବିବାର ସ୍ୱାମୀ ବିବେକାନନ୍ଦ ଯୁବକ ସଂଘ ପକ୍ଷରୁ ସଂଘର ୨୧ତମ ବାର୍ଷିକ ଉତ୍ସବ ଓ ସ୍ୱାମୀଜୀଙ୍କ ୧୬୩ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ସଭାପତି
Read More...

ମୁରିବାହାଲ ସରସ୍ଵତୀ ଶିଶୁ ମନ୍ଦିରର ୨୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ସରସ୍ଵତୀ ଶିଶୁ ମନ୍ଦିରର ୨୧ତମ ବାର୍ଷିକ ଉତ୍ସବ ସ୍ଥାନୀୟ ଯୋଗେଶ୍ୱର ବିହାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସରସ୍ଵତୀ ଶିଶୁ ମନ୍ଦିର ପରିଚାଳନା ସମିତି ସଭାପତି ନାରାୟଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ
Read More...

ମୁରିବାହାଲ ବ୍ଲକସ୍ତରୀୟ ଲୋକ ମହୋତ୍ସବରୁ ୧୩ରୁ ଅଧିକ ସାଂସ୍କୃତିକ ଦଳ ଟିଟିଲାଗଡ ଉପଖଣ୍ଡ ସ୍ତରୀୟକୁ ମନୋନୀତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ଅନୁଷ୍ଠିତ ବ୍ଲକସ୍ତରୀୟ ଲୋକ ମହୋତ୍ସବରୁ ମୋଟ ୭୭ଟି ଦଳରୁ ଶ୍ରେଷ୍ଠ ବିବେଚିତ ୧୩ରୁ ଅଧିକ ସାଂସ୍କୃତିକ ଦଳ ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଲୋକ ମହୋତ୍ସବକୁ ମନୋନୀତ ହୋଇଛନ୍ତି । ଏଥିରେ
Read More...