ଯମୁନା ଗାଁ ବୁଲାଣିରେ ଦୁର୍ଘଟଣାଗ୍ରସ୍ତ ବାଇକ୍ ଆରୋହୀଙ୍କୁ ଉଦ୍ଧାର କରି ଜୀବନ ବଞ୍ଚାଇଲେ ସାମ୍ବାଦିକମାନେ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଜୀବନ ବଞ୍ଚାଇଲେ ସାମ୍ବାଦିକମାନେ । ଦୁର୍ଘଟଣାରେ ଗୁରୁତରଙ୍କୁ ଉଦ୍ଧାର କରି ଡ଼ାକ୍ତରଖାନାକୁ ପଠାଇଥିଲେ । ବଲାଙ୍ଗିର ଜିଲ୍ଲା ମୁରିବାହାଲ-ହଳଦୀ ରାସ୍ତାର ଯମୁନା ଗାଁ ବୁଲାଣିଠାରେ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ବାଇକ୍ ଚାଳକ ଗୁରୁତର ଆହତ!-->…
Read More...
Read More...