Browsing Tag

muribahal news

ଖେରଟ ଗ୍ରାମରେ ପ୍ରେମ ସମ୍ପର୍କରୁ ଜଣେ ୧୯ବର୍ଷୀୟା ଯୁବତୀଙ୍କୁ ଅପହରଣ ଅଭିଯୋଗ : ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ପତ୍ରାପାଲି(ଖ) ପଞ୍ଚାୟତ ଖେରଟ ଗ୍ରାମର ଜଣେ ୧୯ବର୍ଷୀୟା ଯୁବତୀ(୧୯)ଙ୍କୁ ପ୍ରେମ ସମ୍ପର୍କରୁ ଅପହରଣ ଅଭିଯୋଗରେ ଗ୍ରାମର ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ପୁଲିସ ରବିବାର କୋର୍ଟ ଚାଲାଣ କରିଛି । ଗିରଫ ଦୁଇ ଯୁବକ
Read More...

ଯୁଗିରତାରେ ପାଣିରେ ବୁଡି ଗଦାଧର ବାଗ ନାମକ ଜଣେ ବ୍ୟକ୍ତିଙ୍କ ଅକାଳ ବିୟୋଗ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ହଳଦୀ ପଞ୍ଚାୟତ ଯୁଗିରତା ଗ୍ରାମର ଗଦାଧର ବାଗ (୪୫) ନାମକ ଜଣେ ବ୍ୟକ୍ତିଙ୍କ ଆଜି ପାଣିରେ ବୁଡି ଆକସ୍ମିକ ବିୟୋଗ ଘଟିଛି । ଏ ସମ୍ପର୍କରେ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ ହୋଇଥିବା ଜଣାପଡିଛି । ସୂଚନା ଯୋଗ୍ୟ
Read More...

ଭାଟିପଡାକୁ ୬-୪ ଟ୍ରାଇବେକରରେ ଗୋଲରେ ହରାଇ ବଡଗମଡା ସେମିରେ

ଅଇଁଲାଭଟା ଜିଲ୍ଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି (କ)ପଞ୍ଚାୟତ ଅଇଁଲାଭଟା ଗ୍ରାମର ୟଙ୍ଗ ଷ୍ଟାର୍ କ୍ଳବ୍ ଆନୁକୁଲ୍ୟରେ ଚାଲିଥିବା ୩ୟତମ ଅସ୍ତୁରାଜ ଭୋଇ ମେମୋରିଆଲ ଜିଲ୍ଲାସ୍ତରୀୟ ଫୁଟବଲ
Read More...

ବାରବନ୍ଧ ଗ୍ରାମରେ ମାଁ ବାରଖୁଲେନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ବାରବନ୍ଧ ଗ୍ରାମର ଖେଳପଡିଆଠାରେ ମାଁ ବାରଖୁଲେନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ବାରବନ୍ଧ କ୍ରିକେଟ କ୍ଳବ ଆନୁକୁଲ୍ୟରେ ଅନୁଷ୍ଠିତ ଏହି କ୍ରିକେଟ ଟୁର୍ଣ୍ଣାମେଣ୍ଟର
Read More...

ଘୁଷୁରାମୁଣ୍ଡା ୧୬ତମ ଜିଲ୍ଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟରେ ଝରବାହାଲିକୁ ୫-୦ ଗୋଲରେ ହରାଇ ଘୁଷୁରାମୁଣ୍ଡା ସେମି…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ଘୁଷୁରାମୁଣ୍ଡା ଗ୍ରାମର ନେହେରୁ ସ୍ପୋଟିଂ କ୍ଲବ ଆନୁକୁଲ୍ୟରେ ଚାଲିଥିବା ୧୬ତମ ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଏକ କ୍ୱାର୍ଟର ଫାଇନାଲ ମ୍ୟାଚରେ ଆୟୋଜକ ଘୁଷୁରାମୁଣ୍ଡା ଦଳ ୫-୦ ଗୋଲରେ
Read More...

ବ୍ରାହ୍ମଣୀ ଗ୍ରାମର ଦେବାନନ୍ଦ ଖମାରୀଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ବ୍ରାହ୍ମଣୀ ଗ୍ରାମର ଦେବାନନ୍ଦ ଖମାରୀଙ୍କ ଗତ ତା ୨୧/୧୨/୨୦୨୪ରିଖ ଶନିବାର ଦିନ ସକାଳ ୮ଘଣ୍ଟା ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ବର୍ଷ
Read More...

ମୁରିବାହାଲ, ଜାମୁଟ ଓ ବିଟାବନ୍ଧ କ୍ଲଷ୍ଟରରେ ପିଏମ ପୋଷଣ ଯୋଜନାରେ କାର୍ଯ୍ୟରତ ପାଚିକା ଓ ସହାୟିକାମାନଙ୍କ ନିମନ୍ତେ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଳକର ୩ଟି କ୍ଳଷ୍ଟରରେ ଏକଦିବସୀୟ ପିଏମ୍ ପୋଷଣ ଯୋଜନାରେ କାର୍ଯ୍ୟରତ ପାଚିକା ଓ ସହାୟିକାମାନଙ୍କ ନିମନ୍ତେ ପ୍ରଶିକ୍ଷଣ ଶିବିର ଓ ରନ୍ଧନ ପ୍ରତିଯୋଗିତା ସୋମବାର ଅନୁଷ୍ଠିତ ହୋଇଯାଇଛି । ବ୍ଲକର ମୁରିବାହାଲ ପିୟୁପିଏସ,
Read More...

ପତ୍ରାପାଲି (କ) ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି (କ) ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ୨ ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ପ୍ରଧାନଶିକ୍ଷକ ଜୟଦେବ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବାର୍ଷିକ
Read More...

ଗରଗଡ଼ବାହାଲ ପଞ୍ଚାୟତ ସ୍ତରୀୟ ଯାଦବ ସମାଜ ବୈଠକ ଅନୁଷ୍ଠିତ ଓ ନୂତନ କର୍ମକର୍ତ୍ତା ମନୋନୟନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗରଗଡ଼ବାହାଲ ପଞ୍ଚାୟତ ସ୍ତରୀୟ ଯାଦବ ସମାଜର ଏକ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି । ଗରଗଡ଼ବାହାଲ ଚାହାରପଡାଠାରେ ବ୍ଲକ ଯାଦବ ପରିଚାଳନା କମିଟିର କର୍ମକର୍ତ୍ତା ଓ ଅଞ୍ଚଳର ଯାଦବ ବୃନ୍ଦମାନଙ୍କୁ ନେଇ ବ୍ଲକ ଯାଦବ
Read More...

ତେନ୍ତୁଳିଖୁଣ୍ଟି ଜଙ୍ଗଲ ସୁରକ୍ଷା କମିଟି ଓ ଗ୍ରାମବାସୀଙ୍କ ଯୁବାମାଲ ଓ ଦାଢ଼ିଆପଦରକୁ ରାଜସ୍ୱ ଗ୍ରାମ ରଦ୍ଧ ତଥା ପଟ୍ଟା…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ତେନ୍ତୁଳୀଖୁଣ୍ଟି ଜଙ୍ଗଲ ସୁରକ୍ଷା କମିଟି ଓ ଗ୍ରାମବାସୀ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ରହୁଥିବା ଯୁବାମାଲ ଓ ଦାଢ଼ିଆପଦରର ରାଜସ୍ୱ ଗ୍ରାମ ଆବେଦନ ରଦ୍ଧ ଏବଂ ସେମାନଙ୍କୁ ପଟ୍ଟା ନଦେବା ପାଇଁ
Read More...