Browsing Tag

muribahal news

ବଡ଼ସାଇମରା ହାଇସ୍କୁଲରେ ବ୍ଲକସ୍ତରୀୟ ଶିଶୁ ମେଳା ଉଦଯାପିତ

୧୦ଜଣ ପ୍ରତିଭା ଜିଲ୍ଲାସ୍ତରକୁ ମନୋନୀତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ତରଫରୁ ଶନିବାର ବଡ଼ସାଇମରା ସ୍ୱାମୀ ବିବେକାନନ୍ଦ ହାଇସ୍କୁଲ ଠାରେ ୪୧ତମ ବ୍ଲକସ୍ତରୀୟ ଶିଶୁ ମେଳା ଅନୁଷ୍ଠିତ ହୋଇଯାଇଛି
Read More...

ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନବନିଯୁକ୍ତ ମାଧ୍ୟମିକ ଶିକ୍ଷକଶିକ୍ଷୟିତ୍ରୀଙ୍କ ୫ ଦିନିଆ ପ୍ରଶିକ୍ଷଣ ଶିବିର…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ନବ ନିଯୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଶିକ୍ଷଣ ଦକ୍ଷତା, କୌଶଳ ସମ୍ବନ୍ଧୀୟ ଜ୍ଞାନର ଅଭିବୃଦ୍ଧି ନିମନ୍ତେ ପଞ୍ଚଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ “ସଂକଳ୍ପ"
Read More...

ଘୁଷୁରାମୁଣ୍ଡାରେ ୧୬ତମ ଜିଲ୍ଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ଘୁଷୁରାମୁଣ୍ଡା ଗ୍ରାମର ନେହେରୁ ସ୍ପୋଟିଂ କ୍ଲବ ଆନୁକୁଲ୍ୟରେ ୧୬ତମ ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଦିବସରେ ମୁଖ୍ୟ ଅତିଥିଭାବେ ଗୁଡିଘାଟ
Read More...

ମୁରିବାହାଲ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଛାତ୍ରଛାତ୍ରୀ ନିଜ ଲକ୍ଷ୍ୟ ସ୍ଥିର କରି ପାଠ ପଢନ୍ତୁ : ଉପଜିଲ୍ଲାପାଳମେଧାବୀ, ଆଦର୍ଶ, ବିଚାରବନ୍ତ ଓ ସଂସ୍କାରଯୁକ୍ତ ଛାତ୍ରଛାତ୍ରୀ ହୁଅନ୍ତୁ : ମୁଖ୍ୟବକ୍ତା ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର
Read More...

ମୁରିବାହାଲକୁ ବାବା ବୈଦ୍ୟନାଥ ଜ୍ୟୋତିର୍ଲିଙ୍ଗ ବାବାଧାମର ମନ୍ଦିର ପୂଜକ ପ୍ୟାରେଲାଲ ମିଶ୍ରଙ୍କ ପଦାର୍ପଣ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାକୁ ବାବା ବୈଦ୍ୟନାଥ ଜ୍ୟୋତିର୍ଲିଙ୍ଗ ବାବାଧାମ ମନ୍ଦିରର ପୂଜକ ପ୍ୟାରେଲାଲ ମିଶ୍ର ଗୁରୁବାର ପଦାର୍ପଣ କରିଥିଲେ । ତାଙ୍କୁ ମହିଳାମାନଙ୍କ ଦ୍ଵାରା ସଙ୍କୀର୍ତ୍ତନ୍ୟ ପରିବେଷଣ ସହ ଭବ୍ୟ ସ୍ୱାଗତ
Read More...

ଭୁବନେଶ୍ୱର ଏପିକଲ୍‌ରୁ କୃଷି ଉଦ୍ୟୋଗୀମାନଙ୍କ ହଳଦୀର ଡ୍ରାଗନ୍ ଫଳଚାଷ ପରିଦର୍ଶନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତର ଡ୍ରାଗନ୍ କ୍ଷେତ୍ରକୁ ୩୫ ଜଣ କୃଷି ଉଦ୍ୟୋଗୀ ଆଜି ପରିଦର୍ଶନ କରିଥିଲେ । ଏପିସି ପ୍ରକଳ୍ପ ଅନ୍ତର୍ଗତ ଉଦ୍ୟାନ କୃଷି ବିଭାଗ ଓ ସ୍ଥାନୀୟ ଜନମୁକ୍ତି ଅନୁଷ୍ଠାନ ସହଯୋଗରେ ଯୁବଚାଷୀ ଚନ୍ଦ୍ରଧ୍ଵଜ ପୋଢ଼
Read More...

ମୁରିବାହାଲ ଡ଼ିଗ୍ରୀ କଲେଜର ଛାତ୍ର ପ୍ରୀତମ ବଘାର ନୂଆଦିଲ୍ଲୀ ଗଣତନ୍ତ୍ର ଦିବସ ପ୍ୟାରେଡ ପାଇଁ ମନୋନୀତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲ‍ାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀ ତଥା ରାଜନୀତି ବିଜ୍ଞାନର ଛାତ୍ର ପ୍ରୀତମ ବଘାର ଦିଲ୍ଲୀ ରାଜପଥରେ ଅନୁଷ୍ଠିତ ହେବାକୁ ଯାଉଥିବା ଗଣତନ୍ତ୍ର ଦିବସ ପ୍ୟାରେଡ୍ ପାଇଁ ମନୋନୀତ
Read More...

ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶକ୍ତି ସଂରକ୍ଷଣ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶନିବାର ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ସକାଳ ସମୟରେ ଶକ୍ତି ସୁରକ୍ଷା ସଚେତନତା ନେଇ ଛାତ୍ରଛାତ୍ରୀଙ୍କ ଏକ ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିଥିଲା । ପରେ ଶିକ୍ଷକ
Read More...

ମୁରିବାହାଲ ବ୍ଲକ ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ମୁରିବାହାଲ ବ୍ଲକ ସିରୋଲ କ୍ଳଷ୍ଟରର ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତି ଶ୍ରଦ୍ଧାଞ୍ଜଳି ମହାନ୍ତିଙ୍କ ସଭାପତିତ୍ୱରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥିଭାବରେ ଟିଟିଲାଗଡ଼
Read More...

ମୁରିବାହାଲରୁ ନିଖୋଜ ନାବାଳିକା କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗରେ କେସିଙ୍ଗାରୁ ରେଳ କର୍ମଚାରୀ ଘନଶ୍ୟାମ ଭୋଇ ଗିରଫ

ପୋକସୋ କୋର୍ଟ ଚାଲାଣ, ଛାତ୍ରୀ ଉଦ୍ଧାର ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ସଦର ମହକୁମାରୁ ନିଖୋଜ ଥିବା ଜଣେ ନାବାଳିକା କଲେଜ ଛାତ୍ରୀ(୧୬)ଙ୍କୁ ପୁଲିସ ଉଦ୍ଧାର କରିଥିବା ବେଳେ ତାଙ୍କୁ ଅପହରଣ ଅଭିଯୋଗରେ କେସିଙ୍ଗାର ରେଳ କର୍ମଚାରୀ ତଥା
Read More...