ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟରେ ଚାଲିଥିବା ମହିଳା ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍ଯାପିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟରେ ଚାଲିଥିବା ମହିଳା ଆତ୍ମସୁରକ୍ଷା ତାଲିମ ଶିବିର ବୁଧବାର ଉଦ୍ଯାପିତ ହୋଇଯାଇଛି । ଡ଼ିଗ୍ରୀ ମହାବିଦ୍ୟାଳୟ ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଯାପନୀ!-->…
Read More...
Read More...