ବଡ଼ଉଡ଼ାରରେ ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ନିପୁଣ ଓଡି଼ଶା ମେଳା-୨୦୨୫ କାର୍ଯ୍ୟକ୍ରମ ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବଡଉଡାରଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା । ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତଥା ମୁରିବାହାଲ ବ୍ଲକ ଗୋଷ୍ଠୀ!-->…
Read More...
Read More...