Browsing Tag

muribahal news

ଗୁଡିଘାଟ ପଞ୍ଚାୟତ ଅଞ୍ଚଳ ପାଇଁ ଆମ୍ବୁଲାନ୍ସ ସେବା ଯୋଗାଇଦେବା ପାଇଁ ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଦାବିପତ୍ର ପ୍ରଦାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ଅଞ୍ଚଳର ଜନସାଧାରଣ ଗୁଡିଘାଟରେ ଏକ ଆମ୍ବୁଲାନ୍ସ ସେବା ଯୋଗାଇଦେବା ପାଇଁ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଦାବିପତ୍ର ମୁତାବକ ଗୁଡିଘାଟ ପଞ୍ଚାୟତ
Read More...

କୋଶଳ ପ୍ରବାହର ମହାପ୍ରଭାବ : ମୁରିବାହାଲ ରେଳ ଫାଟକ ରାସ୍ତାର ବିରାଟ ଗାତ ମରାମତି, ଖବର ବାହାରିବା ପରେ ଭାଙ୍ଗିଲା ରେଳ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଳଷ୍ଟେସନର ପଶ୍ଚିମ ଦିଗକୁ ଥିବା ଆର୍‌ ଭି ଏନ୍‌ଓ ୧୩୭ ରେଳ ଫାଟକ ତାର ବାଡ ମଝିରେ ତଥା ବ୍ୟସ୍ତବହୁଳ ବଲାଙ୍ଗିର- ବଙ୍ଗୋମୁଣ୍ଡା ପୂର୍ତ୍ତ ରାସ୍ତାରେ ଏକ ବିରାଟ ଗାତ ହୋଇ ଯାତାୟତରେ ଅସୁବିଧା ସୃଷ୍ଟି ହେଉଥିବା
Read More...

ମୁରିବହାଲ ପଞ୍ଚାୟତ ସମିତିର ଷଷ୍ଠ ଦ୍ଵିମାସିକ ବୈଠକ ଅନୁଷ୍ଠିତ

ବିଭିନ୍ନ ବିଷୟକୁ ନେଇ ସରଗରମ ଆଲୋଚନାସମିତି ସଭ୍ୟଙ୍କ ମଧ୍ୟରେ ତୁତୁମେମେ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତିର ଷଷ୍ଠ ଦ୍ଵିମାସିକ ବୈଠକ ବୁଧବାର ବ୍ଲକ ଅଧ୍ୟକ୍ଷ ହରିବନ୍ଧୁ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି
Read More...

ଯମୁନା ଗ୍ରାମ ଛକରୁ ବିରାଟକାୟ ଅଜଗର ଉଦ୍ଧାର : ୨ ଯୁବ ସାମ୍ବାଦିକଙ୍କ ଉଦ୍ୟମ ପ୍ରସଂଶନୀୟ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକରୁ ହଳଦୀ ରାସ୍ତାର ଯମୁନା ଗ୍ରାମ ଛକରେ ମଙ୍ଗଳବାର ରାତିରେ ଏକ ବିରାଟକାୟ ଅଜଗରକୁ ଜଙ୍ଗଲ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି । ମଙ୍ଗଳବାର ସନ୍ଧ୍ୟାରୁ ଅଞ୍ଚଳରେ ତୁହାକୁ ତୁହା ଲଗାଣ ଲଘୁଚାପ ବର୍ଷା ଲାଗି ରହିଥିଲା ।
Read More...

ମାକ୍ସ ପିକ୍‌ଅପ୍‌ ଭ୍ୟାନ୍‌ ସହ ୨୨ଗଣ୍ଡି କେନ୍ଦୁ କାଠ ଜବତ

ପୁଲିସ୍ ବିଭାଗ ଧରିଲା ଜଙ୍ଗଲ ବିଭାଗକୁ ହସ୍ତାନ୍ତରଚୋରା ଚାଲାଣକାରୀ ଓ ଡ୍ରାଇଭର୍‌ ଫେରାର ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜ ଅଞ୍ଚଳରୁ ମୂଲ୍ୟବାନ କାଠ ଚୋରା ଚାଲାଣ କମିବାର ନାଁ ନେଉନାହିଁ । ପୁର୍ବରୁ ଦୁଇ ଦିନରେ ଦୁଇଟି ସ୍ଥାନରୁ କାଠ ଚୋରା
Read More...

ମୁରିବାହାଲ ରେଳ ଫାଟକ ରାସ୍ତାରେ ବିରାଟ ଗାତ : ଯାତାୟତରେ ଅସୁବିଧା, ରେଳ ବିଭାଗର ଦୃଷ୍ଟି ପଡୁ ନି କି..?

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଳଷ୍ଟେସନର ପଶ୍ଚିମ ଦିଗକୁ ଥିବା ଆର୍‌ ଭି ଏନ୍‌ଓ ୧୩୭ ରେଳ ଫାଟକ ତାର ବାଡ ମଝିରେ ତଥା ବ୍ୟସ୍ତବହୁଳ ବଲାଙ୍ଗିର- ବଙ୍ଗୋମୁଣ୍ଡା ପୂର୍ତ୍ତ ରାସ୍ତାରେ ଏକ ବିରାଟ ଗାତ ହୋଇ ଯାତାୟତରେ ଅସୁବିଧା ସୃଷ୍ଟି ହେଉଛି । ରେଳ
Read More...

ମୁରିବାହାଲ ବ୍ଳକସ୍ତରୀୟ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ପକ୍ଷରୁ ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତି ହାଇସ୍କୁଲରେ ମଙ୍ଗଳବାର ବ୍ଲକସ୍ତରୀୟ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ବ୍ଲକର ୧୯ଟି
Read More...

ଗୋଇମୁଣ୍ଡରେ ଜେଲ ଫେରନ୍ତା ଅଭିଯୁକ୍ତଙ୍କ ଘର ଭଙ୍ଗାରୁଜା ସହ ଲୁଟ୍‌ପାଟ୍‌ ଅଭିଯୋଗ : ୩ ଗିରଫ, କୋର୍ଟ ଚାଲାଣ, ଜେଲ ଗଲେ

ଜଣେ ବିଧବା ମହିଳାଙ୍କୁ ଅସଦାଚରଣ ଓ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ଜେଲ ଯାଇଥିଲେ ସ୍ୱାମୀସ୍ତ୍ରୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗୋଇମୁଣ୍ଡ ଗ୍ରାମର ଜଣେ ଜେଲ୍‌ ଫେରନ୍ତା ଅଭିଯୁକ୍ତଙ୍କ ଅନୁପସ୍ଥିତିରେ ତାଙ୍କ ଘର ଭଙ୍ଗାରୁଜା
Read More...

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ଵାରା ମୁରିବାହାଲରେ ଦୁଇଟି ଅମୃତ ଧାରା ଉଦ୍‌ଘାଟିତ ଓ ଶିବ, ବୃଷଭ ମୂର୍ତ୍ତି ଉନ୍ମୋଚିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବିଧାୟକ ଲକ୍ଷ୍ମଣ ବାଗଙ୍କ ଦ୍ଵାରା ଆଜି ସୋମବାର ମୁରିବାହାଲ ସଦର ମହକୁମାରେ ନବନିର୍ମିତ ଦୁଇଟି ମନ୍ଦିରରେ ଅମୃତ ଧାରା ଉଦ୍‌ଘାଟିତ ହୋଇଥିବା ବେଳେ ସ୍ଥାନୀୟ ଖଜୁରୀ ବନ୍ଧରେ ନିର୍ମିତ ଭଗବାନ ଶିବ ଓ
Read More...

ମୁରିବାହାଲରେ ଓଡ଼ିଆ ସାମ୍ବାଦିକତା ଦିବସ ଉପଲକ୍ଷେ ଯୁବ ସାମ୍ୱାଦିକଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀଠାରେ ଓଡ଼ିଆ ସାମ୍ବାଦିକତା ଦିବସ ପାଳନ ଉପଲକ୍ଷେ ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟରତ ବ୍ଲକ ଅଞ୍ଚଳର ଯୁବ ସାମ୍ୱାଦିକମାନଙ୍କ ପକ୍ଷରୁ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଯୁବ ସାମ୍ୱାଦିକ
Read More...