ପାରିବାରିକ କଳହରୁ କାକା ଓ ଦୁଇ ପୁତୁରା ମଧ୍ୟରେ କଟୁରୀରେ ହଣାହଣି : ୩ ଗୁରୁତର
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗଁରେଇ ଗ୍ରାମରେ ପୂର୍ବ ଶତ୍ରୁତା ଓ ପାରିବାରିକ କଳହକୁ ନେଇ ଜଣେ ସମ୍ପର୍କୀୟ କାକା ଓ ତାଙ୍କ ଦୁଇ ପୁତୁରା ମଧ୍ୟରେ ଧାରୁଆ କଟୁରୀରେ ହଣାହଣି ହେବାରୁ ତିନିଜଣ ଗୁରୁତରଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଥିବା!-->…
Read More...
Read More...