ମୁରିବାହାଲ ଡିଭାଇନ୍ କିଡସ ପବ୍ଲିକ ସ୍କୁଲର ଅଷ୍ଟମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍ଯାପିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ଡିଭାଇନ୍ କିଡସ ପବ୍ଲିକ ସ୍କୁଲର ୨ ଦିନ ବ୍ୟାପି ଚାଲିଥିବା ଅଷ୍ଟମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଆଜି ଉଦ୍ଯାପିତ ହୋଇଯାଇଛି । ଆଜି ଦ୍ଵିତୀୟ ଦିନରେ ଏଲକେଜି, ୟୁକେଜି ଓ ନର୍ସରୀ!-->…
Read More...
Read More...