ବାରବନ୍ଧ ଗ୍ରାମରେ ମାଁ ବାରଖୁଲେନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ବାରବନ୍ଧ ଗ୍ରାମର ଖେଳପଡିଆଠାରେ ମାଁ ବାରଖୁଲେନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି । ବାରବନ୍ଧ କ୍ରିକେଟ କ୍ଳବ ଆନୁକୁଲ୍ୟରେ ଅନୁଷ୍ଠିତ ଏହି କ୍ରିକେଟ ଟୁର୍ଣ୍ଣାମେଣ୍ଟର!-->…
Read More...
Read More...