Browsing Tag

muribahal news

ଅଏଁଲାଭଟା ମା’ ମାଉଲି ଫୁଟବଲ ପ୍ରତିଯୋଗିତା ଉଦଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି ଗ୍ରାମ ପଂଚାୟତ ଅଏଁଲାଭଟା ଗ୍ରାମର ଖେଳ ପଡିଆଠାରେ ଚାଲିଥିବା ୪ତମ ମା' ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ବୁଧବାର ଉଦଘାଟନ ହୋଇଯାଇଛି । ମା' ମାଉଲି ଫୁଟବଲ ଆସୋସିଏସନ ଆନୁକୂଲ୍ୟରେ ଆଜି ୨୮
Read More...

ମୁରିବାହାଲ ରେଞ୍ଜରୁ ଗୁରୁତର ଅସୁସ୍ଥ ମାଇ ହାତୀର ମୃତଦେହ ଉଦ୍ଧାର

ଜଙ୍ଗଲ ବିଭାଗ ପକ୍ଷରୁ ତନାଘନା ତଦନ୍ତ ଜାରି ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜ ଜଇଁତରା ସେକ୍ସନ ଜାମଲିସର ଗ୍ରାମ ଜଙ୍ଗଲ ମଧ୍ୟରେ ଥିବା ପାହାଡ ତଳୁ ଏକ ଗୁରୁତର ଅସୁସ୍ଥ ମାଇ ହାତୀର ମୃତଦେହ ଜଙ୍ଗଲ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି । ପୂର୍ବ
Read More...

ହଳଦୀ ପ୍ରଥମ ବିଷ୍ଣୁ ପ୍ରସାଦ ବାଗ ସ୍ମାରକୀ କ୍ରିକେଟ ପ୍ରତିଯୋଗିତା ଉଦଯାପିତ : ଧରପଗଡ ଦଳ ଚମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ହାଇସ୍କୁଲ ଖେଳ ପଡ଼ିଆରେ ଗ୍ରାମର ଗୋଲଡେନ କ୍ରିକେଟ କ୍ଲବ ପକ୍ଷରୁ ଚାଲିଥିବା ପ୍ରଥମ ବିଷ୍ଣୁପ୍ରସାଦ ବାଗ ସ୍ମାରକୀ କ୍ରିକେଟ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଉଦଯାପନୀ ଫାଇନାଲ ଖେଳ ଧରପଗଡ ଓ ସତିଘାଟ ଦଳ
Read More...

ଶିକେରପାଟ୍ ଚାମ୍ପିଅନ ଟ୍ରଫି ୨୦୨୬ ଉଦଯାପିତ : ଦୁହେଲ ଦଳ ଚାମ୍ପିଆନ, ଲାଠିତରା ଦଳ ଉପବିଜେତା

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ଅନ୍ତର୍ଗତ ଜାମୁଟ ହାଇସ୍କୁଲ ଖେଳପଡିଆରେ ଶିକେରପାଟ୍ ୟୁଥ୍ କ୍ଲବର ଆନୁକୂଲ୍ୟରେ ଆୟୋଜିତ ଶିକେରପାଟ୍ ଚାମ୍ପିଅନ ଟ୍ରଫି ୨୦୨୬ ଗତ ୨୩ ତାରିଖରୁ ଆରମ୍ଭ ହୋଇ ମଙ୍ଗଳବାର ଦିନ ଭବ୍ୟ ଓ ସଫଳତାର ସହିତ ଉଦଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟର
Read More...

ଶିକେରପାଟ୍ ଚାମ୍ପିଅନ ଟ୍ରଫି ୨୦୨୬ରେ ରତାଖଣ୍ଡିକୁ ହରାଇ ସେମିଫାଇନାଲରେ ପ୍ରବେଶ କଲା ଲାଠିତରା ଦଳ

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଳକ ଅନ୍ତର୍ଗତ ଜାମୁଟ ହାଇସ୍କୁଲ ଖେଳପଡିଆଠାରେ ଶିକେରପାଟ୍ ୟୁଥ୍ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଶିକେରପାଟ୍ ଚାମ୍ପିଅନ ଟ୍ରଫି ୨୦୨୬ ସଫଳତାର ସହ ଚାଲିଛି । ପ୍ରତିଯୋଗିତାର ଚତୁର୍ଥ ଦିବସର ମ୍ୟାଚଗୁଡ଼ିକ ଦର୍ଶକମାନଙ୍କ ମଧ୍ୟରେ ବେଶ ଉତ୍ସାହ ସୃଷ୍ଟି
Read More...

ମୁରିବାହାଲ ବ୍ଲକ ଅଞ୍ଚଳରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ

ପଞ୍ଚାୟତି ହାଇସ୍କୁଲ ଖେଳ ପଡ଼ିଆରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅଞ୍ଚଳର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ବ୍ୟବସାୟିକ ପ୍ରତିଷ୍ଠାନ ସବୁଠାରେ ୭୭ତମ ସାଧାରଣତନ୍ତ୍ର ଦିବସ ତଥା
Read More...

ସିରୋଲ ପଞ୍ଚାୟତରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

୪ଟି ନୂତନ ପ୍ରକଳ୍ପ ଉଦଘାଟିତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଗ୍ରାମ ପଂଚାୟତ କାର୍ଯ୍ୟାଳୟଠାରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ଓ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ନବ ନିର୍ମିତ ସ୍ଵାଗତ
Read More...

ମୁରିବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାର ଉଦଯାପନୀ ସମାରୋହ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (+୨)ର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାର ଉଦଯାପନୀ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ଅଧ୍ୟକ୍ଷ ଡ. ରମେଶ ଚନ୍ଦ୍ର
Read More...

ଗୋଇମୁଣ୍ଡ ମା’ ବସ୍ତ୍ରେନ କ୍ରିକେଟ ପ୍ରତିଯୋଗିତା ଫାଇନାଲରେ କୁମୁଡ଼ାକୁ ହରାଇ ଝରିଆଲ ଚମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଇମୁଣ୍ଡ ପଞ୍ଚାୟତ ସଦର ଗ୍ରାମ ଖେଳପଡ଼ିଆଠାରେ ୟଙ୍ଗଷ୍ଟାର କ୍ରିକେଟ କ୍ଲବ ଆନୁକୂଲ୍ୟରେ ଚାଲିଥିବା ମା' ବସ୍ତ୍ରେନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଉଦଯାପିତ ହୋଇଯାଇଛି । ଝରିଆଲ ଏବଂ କୁମୁଡା ଦଳ ମଧ୍ୟରେ
Read More...

ବାଙ୍କେଲ ଗ୍ରାମରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଳକ ବାଙ୍କେଲ ପଞ୍ଚାୟତ ସଦର ମହକୁମାଠାରେ ଗ୍ରାମର ବୀର ସୁରେନ୍ଦ୍ର ସାଏ କ୍ଲବ୍ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଦୁଇ ସ୍ଵାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉତ୍ସବ
Read More...