ସିରୋଲରେ ବ୍ଲକସ୍ତରୀୟ ହାଇସ୍କୁଲ ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ବ୍ଲକସ୍ତରୀୟ ହାଇସ୍କୁଲ ପ୍ରଧାନ ଶିକ୍ଷକମାନଙ୍କ ଏକାଦଶତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁରିବାହାଲ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢ଼ିହାରୀଙ୍କ ଅଧ୍ୟକ୍ଷତାରେ!-->…
Read More...
Read More...