ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ତଥା ବିଜ୍ଞାନ ମେଳା ଉଦ୍ଯାପିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ମଙ୍ଗଳବାର ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ତଥା ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ!-->…
Read More...
Read More...