ଲେବଡ଼ା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଫୁଟବଲ୍ ପ୍ରତିଯୋଗିତା ଉଦ୍ଘାଟିତ
ବାଳକ ବିଭାଗ ଫାଇନାଲରେ ବଲାଙ୍ଗିର ଓ ଲୋଇସିଂହା ବ୍ଲକ ଦଳ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ପଞ୍ଚାୟତ ସ୍ଥିତ ପାଟଣେଶ୍ୱରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖେଳ ପଡିଆରେ ତିନି ଦିନ ଧରି ୧୭ବର୍ଷରୁ କମ ଉଭୟ ବାଳକ ଓ ବାଳିକା ବିଭାଗର!-->!-->!-->…
Read More...
Read More...