ଖଲିଆକାନି ଗ୍ରାମରେ ସାମୁହିକ ଭାବେ ୩ ହଜାର ଫଳ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ମାଁ ପାଇଁ ଗଛଟିଏ, ପରିବେଶ ବଞ୍ଚିଲେ ଆମେ ବଞ୍ଚିବା ଉଦ୍ଦେଶ୍ୟ ନେଇ ଭୋଇପଡ଼ା ଜନମୁକ୍ତି ଅନୁଷ୍ଠାନ ପକ୍ଷରୁ ଏକ ସାମୁହିକ ଫଳ ବୃକ୍ଷରୋପଣ କାର୍ଯ୍ୟକ୍ରମ ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଖଳିଆକାନି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି । ଜନମୁକ୍ତି!-->…
Read More...
Read More...