Browsing Tag

muribahal news

ମୁରିବାହାଲ ଡ଼ିଗ୍ରୀ କଲେଜର ଯୁବ ରେଡ଼କ୍ରସ ଓ ଏନ୍‌ଏସ୍‌ଏସ୍‌ ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର : ୨୬ୟୁନିଟ ରକ୍ତ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ସୋମବାର ଯୁବ ରେଡ଼କ୍ରସ ଓ ଜାତୀୟ ସେବା ସଂସ୍ଥାର ମିଳିତ ଆନୁକୂଲ୍ୟରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମୁରିବାହାଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ
Read More...

ଶ୍ୱଶୁର ଘର କେନାଲ ପାଇପରେ ଭାସି ଯାଇ ଜ୍ୱାଇଁଙ୍କ ମୃତ୍ୟୁ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଅନ୍ତର୍ଗତ ଅଏଁଲାଭଟା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗାଧୋଇବା ସମୟରେ କେନାଲ ପାଇପରେ ଭାସିଯାଇ ଜ୍ୱାଇଁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଜ୍ୱାଇଁ ଜଣକ ହେଲେ ଟୁପାଉଡାର ପଞ୍ଚାୟତ
Read More...

ମୁରିବାହାଲ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଦିବ୍ୟାଙ୍ଗଙ୍କ ସହାୟକ ଉପକରଣ ବଣ୍ଟନ ପାଇଁ ଚିହ୍ନଟ ଶିବିର ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ସୋମବାର ବ୍ଲକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ସହାୟକ ଉପକରଣ ବଣ୍ଟନ ପାଇଁ ଚି଼ହ୍ନଟ ଶିବିର ଅନୁଷ୍ଠିତ ହୋଇଯାଇଛି । ଉଚ୍ଚ ବିଦ୍ୟାଳୟ
Read More...

ମୁରିବାହାଲ ବ୍ଲକରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ଅଭିଯୋଗ କରିବାକୁ ଆସିଥିବା ବହୁ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟରେ ସୋମବାର ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଈଶାଳୱାର ଓ ଆରକ୍ଷୀ ଅଧିକ୍ଷକ ରୀଷିକେଶ ଖିଲାରୀ
Read More...

ନାଗବାଚା ଗୁରୁଙ୍କୁ ପଥରରେ ଛେଚି ମରଣାନ୍ତକ ଆକ୍ରମଣ ଓ ୧୦ ହଜାର ଟଙ୍କା ଲୁଟ୍ : ଦୁଇ କୋର୍ଟ ଚାଲାଣ, ଜଣେ ଫେରାର୍‌

ମୁରିବାହାଲ, (ଦୁର୍ଗା ନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ୫୯ ନମ୍ବର ଜାତୀୟ ରାଜପଥର ଗରଗଡବାହାଲ ଛକରେ ଜଣେ ନାଗବାଚା ଗୁରୁଙ୍କୁ ପଥରରେ ଛେଚି ମରଣାନ୍ତକ ଆକ୍ରମଣ କରି ୧୦ ହଜାର ଟଙ୍କା ଲୁଟ୍‌ ଘଟଣାରେ ପୁଲିସ୍ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଅନ୍ୟ ଜଣେ
Read More...

ମୁରିବାହାଲ ବ୍ଲକର ଅବସରପ୍ରାପ୍ତ ଚତୁର୍ଥ ଶ୍ରେଣୀ କର୍ମଚାରୀ ବ୍ରଜକିଶୋର ଵାଗଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟର ଅବସରପ୍ରାପ୍ତ ଚତୁର୍ଥ ଶ୍ରେଣୀ କର୍ମଚାରୀ ବ୍ରଜକିଶୋର ବାଗ(୭୦)ଙ୍କ ଶନିବାର ଅପରାହ୍ନରେ ତାଙ୍କ ମୁରିବାହାଲ ସଦର ମହକୁମା(ବସ୍ତି)ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ସେ ବ୍ଲକ କାର୍ଯ୍ୟାଳୟରେ
Read More...

କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜେପି ମଣ୍ଡଳ ସଭାପତି, ସାଧାରଣ ସମ୍ପାଦକଙ୍କ ବୈଠକ ଓ ମନ୍‌ କି ବାତ୍‌…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବାନ୍ଦୁମୁଣ୍ଡା ଆମ୍ବତୋଟାଠାରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ଆଠଟି ମଣ୍ଡଳର ବିଜେପି ମଣ୍ଡଳ ସଭାପତି, ସାଧାରଣ ସମ୍ପାଦକ ସଂଘର ଏକ ଦଳୀୟ ବୈଠକ ଓ ପ୍ରଧାନମନ୍ତ୍ରୀଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ରବିବାର
Read More...

ମୁରିବାହାଲ ବ୍ଲକ ସିରୋଲ, ଗଁରେଇ ଓ ମୁରିବାହାଲ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅନ୍ତର୍ଗତ ସିରୋଲ, ଗଁରେଇ ଓ ମୁରିବାହାଲ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ସିରୋଲ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ତେନ୍ତୁଳିଖୁଣ୍ଟି ନୋଡାଲ ଉଚ୍ଚ ବିଦ୍ୟାଳୟଠାରେ
Read More...

ଟେଙ୍ଗରାରେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାପଘର ଲୋକଙ୍କ ହତ୍ୟା ଅଭିଯୋଗପୁଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ବଡସାଇମରା ପଞ୍ଚାୟତ ଟେଙ୍ଗରା ଗ୍ରାମରେ ସୁନୀତା ଦାସ(୨୭) ନାମ୍ନୀ ଜଣେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହକୁ ପୁଲିସ ଉଦ୍ଧାର କରିଛି ।
Read More...

ଗୋଇମୁଣ୍ଡରେ ପଞ୍ଚାୟତସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଭୋଇପଡା କ୍ଲଷ୍ଟର ଅନ୍ତର୍ଗତ ଗୋଇମୁଣ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶିଶୁ ମହୋତ୍ସବ 'ସୁରଭି' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିଆର୍‌ସିସି ପ୍ରମୋଦ କୁମାର କର୍ମୀଙ୍କ ଆବାହକତ୍ୱରେ ଅନୁଷ୍ଠିତ
Read More...