Browsing Tag

muribahal news

ମୁରିବାହାଲ ଥାନାର ନୂତନ ଆଇଆଇସି ଭାବେ ବୁଲୁ ମୁଣ୍ଡାଙ୍କ ଯୋଗଦାନ

ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ ସୌଜନ୍ୟମୂଳକ ସାକ୍ଷାତ ଓ ଆଲୋଚନା ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନାର ନୂତନ ଆଇଆଇସି ରୂପେ ବୁଲୁ ମୁଣ୍ଡା ଦାୟିତ୍ଵ ଗ୍ରହଣ କରିଛନ୍ତି । ସେ ଏହା ପୂର୍ବରୁ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟରେ ଅବସ୍ଥାପିତ
Read More...

ଘୁଷୁରାମୁଣ୍ଡା ଫୁଟବଲ ଟୁର୍ଣ୍ଣାମେଣ୍ଟରେ ସିଆଲଝୁଡୁଙ୍ଗିକୁ ହରାଇ ଖଲିଆଖମାର ଦଳ ଚାମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ଘୁଷୁରାମୁଣ୍ଡା ନେହେରୁ ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ ଚାଲିଥିବା ୧୭ତମ ଫୁଟବଲ ଟୁର୍ଣ୍ଣାମେଣ୍ଟର ଗୁରୁବାର ଫାଇନାଲ ଖେଳ ସିଆଲଝୁଡୁଙ୍ଗି ଓ ଖଲିଆଖମାର ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।
Read More...

ଘୁଷୁରାମୁଣ୍ଡା ଫୁଟବଲ ପ୍ରତିଯୋଗିତା

ଘୁଷୁରାମୁଣ୍ଡା ସହିଦ୍ କ୍ଲବକୁ ହରାଇ ସିଆଲଝୁଡଙ୍ଗି ଫାଇନାଲରେ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ଘୁଷୁରାମୁଣ୍ଡା ନେହେରୁ ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ ଚାଲିଥିବା ଫୁଟବଲ ଟୁର୍ଣ୍ଣାମେଣ୍ଟର ବୁଧବାର ସେମିଫାଇନାଲ ଖେଳ ଅନୁଷ୍ଠିତ
Read More...

ଡୁଡୁକାପଡ଼ା ମା’ ବସ୍ତ୍ରେନ୍ ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ହଳଦୀକୁ ଟ୍ରାଇବ୍ରେକରେ ହରାଇ ଚିଙ୍ଗେରମୁଣ୍ଡା ଦଳ ବିଜୟୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗଁରେଇ ପଞ୍ଚାୟତ ଡୁଡୁକାପଡ଼ା ଗାଁ ଖେଲପଡ଼ିଆଠାରେ ମଙ୍ଗଳବାର ମା' ବସ୍ତ୍ରେନ୍ ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଏଥିରେ ଗଁରେଇ
Read More...

ମୁରିବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୫ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୫ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ମଙ୍ଗଳବାର ଉଦଘାଟିତ ହୋଇଯାଇଛି । ଅଧ୍ୟକ୍ଷ ଡ଼କ୍ଟର ରମେଶ ଚନ୍ଦ୍ର ମହାନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ
Read More...

ମୁରିବାହାଲ ବ୍ଲକସ୍ତରୀୟ ‘ବନ୍ଦେ ମାତରଂ’ ଗୀତର ୧୫୦ତମ ବାର୍ଷିକୀରେ ସାମୁହିକ ଗାନ ଓ ପୁରସ୍କାର ବିତରଣ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ' ବନ୍ଦେ ମାତରଂ' ରାଷ୍ଟ୍ର ଗୀତର ୧୫୦ତମ ବର୍ଷ ପୂର୍ତ୍ତି ଉପଲକ୍ଷେ ସାମୁହିକ ଗାନ ଓ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଆୟୋଜକ ଓଡ଼ିଶା
Read More...

ଗୁଡିଘାଟ ଦୁଗ୍ଧ ଉତ୍ପାଦକ ସମବାୟ ସମିତିର ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ସଦର ମହକୁମାରେ ଥିବା ମା' ବସ୍ତ୍ରେନ ଦୁଗ୍ଧ ଉତ୍ପାଦକ ସମବାୟ ସମିତିର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । କ୍ଷେତ୍ର ପରିଦର୍ଶକ ଯୁଗଳ କିଶୋର ନାଏକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ
Read More...

ବ୍ରାହ୍ମଣୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ବ୍ରାହ୍ମଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଗତ ଦୁଇ ଦିନ ଧରି ଚାଲିଥିବା ବିଦ୍ୟାଳୟସ୍ତରୀୟ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି । ପ୍ରଥମ ଦିବସରେ ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ
Read More...

ମୁରିବାହାଲ ବ୍ଲକସ୍ତରୀୟ ମକର ମେଳା ମହୋତ୍ସବ ଉଦଯାପିତ

ଯମୁନା ପାହାଡ଼ର ପାରିପାର୍ଶ୍ୱିକ ଉନ୍ନୟନ କରାଯିବ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଯମୁନା ଗ୍ରାମ ପାହାଡ ଉପରେ ଦୁଇ ଦିନ ଧରି ଅନୁଷ୍ଠିତ ହେଉଥିବା ବ୍ଲକସ୍ତରୀୟ ତୃତୀୟ ବର୍ଷ ମକର ମେଳା ମହୋତ୍ସବ ଓ ଷୋହଳ ପ୍ରହରୀ ନାମଯଜ୍ଞ
Read More...

ଲେବଡ଼ା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପିଏମଶ୍ରୀ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପିଏମଶ୍ରୀ ପାଟଣେଶ୍ୱରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଲେବଡାଠାରେ ପ୍ରଥମ ପିଏମଶ୍ରୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଦୁତିବାହାନ ମୁନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ
Read More...