Browsing Tag

muribahal news

ପ୍ରଧାନଶିକ୍ଷକ ଗୋପବନ୍ଧୁ ଦାଶଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି(ଖ) ପଞ୍ଚାୟତ ଖେରଟ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୋପବନ୍ଧୁ ଦାଶ ସୋମବାର ନିଜ ଦୀର୍ଘ ଚାକିରୀ ଜୀବନରୁ ଅବସର ଗ୍ରହଣ କରିଥିବାରୁ ତାଙ୍କୁ ସ୍କୁଲ ପକ୍ଷରୁ ଅବସରକାଳୀନ ବିଦାୟ…
Read More...

ମୁରିବାହାଲରେ ନାରୀ ସଙ୍ଗଠନ ପକ୍ଷରୁ ଗରିବ ବୃଦ୍ଧବୃଦ୍ଧା ଓ ଭିନ୍ନକ୍ଷମଙ୍କୁ ଶାଢ଼ୀ, ବସ୍ତ୍ର ବଣ୍ଟନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀର ବଙ୍ଗୋମୁଣ୍ଡା, ତୁରେକେଲା, ମୁରିବାହାଲ ବ୍ଲକର ନାରୀ ସଙ୍ଗଠନ ପକ୍ଷରୁ ଗୁରୁବାର ମୁରିବାହାଲ ବ୍ଲକ ସଦର ମହକୁମା ସାପ୍ତାହିକ ବଜାର ପ୍ରାଙ୍ଗଣରେ ଗରିବ ବୃଦ୍ଧବୃଦ୍ଧା ଓ ଭିନ୍ନକ୍ଷମମାନଙ୍କୁ ଶାଢ଼ୀ ଓ…
Read More...

ବାରବନ୍ଧରେ ପୁଣି ୧୮ ଟିକିଆ ହାତୀପଲଙ୍କ ଉତ୍ପାତ

ହାତୀପଲ ଚାଉଳ ସହ ଖାଇଲେ କି ଘରେ ଥିବା ଏକ ଭରି ସୁନା ଓ ୩୫ ହଜାର ଟଙ୍କା ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜ ତିଖାରୀ ସଂରକ୍ଷିତ ଜଙ୍ଗଲରେ ଦୀର୍ଘ ଦୁଇ ବର୍ଷରୁ ଅଧିକ ହେବ ବଣୁଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି । ଏବେ ଏହି ହାତୀପଲ ଜଙ୍ଗଲ…
Read More...

ଇନଷ୍ଟାଗ୍ରାମରୁ ପ୍ରେମ ଘରୁ ଫେରାର ନବମ ଶ୍ରେଣୀ ଛାତ୍ରୀ ପ୍ରେମିକ ସହ ଉଦ୍ଧାର

ଅଭିଯୁକ୍ତ ପ୍ରେମିକ ପୋକସୋ କୋର୍ଟ ଚାଲାଣ, ଜେଲ୍ ଗଲା ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ସୋସିଆଲ ମିଡିଆ ଇନଷ୍ଟାଗ୍ରାମରେ ବଲାଙ୍ଗିର ଜିଲ୍ଲାର ଜଣେ ୧୪ବର୍ଷୀୟା ନବମ ଶ୍ରେଣୀ ନାବାଳିକା ଛାତ୍ରୀ ଓ ବରଗଡ଼ ଜିଲ୍ଲାରେ ଥିବା ତାଙ୍କ ତଥାକଥିତ ୧୮ବର୍ଷୀୟ ପ୍ରେମିକଙ୍କ ମଧ୍ୟରେ ଗତ ୫ମାସ…
Read More...

ମୁରିବାହାଲ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟରେ ‘ଇନୋଭେସନ ଓ ଷ୍ଟାର୍ଟଅପ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟଠାରେ ଶନିବାର 'ଇନୋଭେସନ ଓ ଷ୍ଟାର୍ଟଅପ' ଶୀର୍ଷକ ଏକ ବିଶେଷ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ସରୋଜ କୁମାର ନାୟକ ମୁଖ୍ୟ ଅତିଥି ଭାବେ…
Read More...

ମୁରିବାହାଲ ଡ଼ିଗ୍ରୀ କଲେଜ ଶକ୍ତିଶ୍ରୀ ଏମ୍ପାୱାରମେଣ୍ଟ ସେଲ୍ ପକ୍ଷରୁ ଥାନା ପରିଦର୍ଶନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟରେ କାର୍ଯ୍ୟ କରୁଥିବା ଶକ୍ତିଶ୍ରୀ ଏମ୍ପାୱାରମେଣ୍ଟ ସେଲ୍ ପକ୍ଷରୁ ଶକ୍ତିଶ୍ରୀ ସଂଯୋଜିକା ଅଧ୍ୟାପିକା ଯଶୋସ୍ମିତା ବେହେରାଙ୍କ ସଭାପତିତ୍ୱରେ ତଥା ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ…
Read More...

ମୁରିବାହାଲ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ନିଶା ବିରୋଧୀ ଶପଥ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟ ପରିସରରେ ନିଶାଦ୍ରବ୍ୟ ବ୍ୟବହାର ବିରୋଧରେ ସଚେତନତା ସୃଷ୍ଟି ଓ ଯୁବପିଢ଼ିଙ୍କୁ ନିଶାମୁକ୍ତ ଜୀବନ ପ୍ରତି ପ୍ରେରିତ କରିବା ଉଦ୍ଦେଶ୍ୟରେ ‘ନ୍ୟାସନାଲ୍ ପ୍ଲେଜ୍ ଏଗେନଷ୍ଟ ଡ୍ରଗ୍…
Read More...

ବାଙ୍କେଲ ହାଇସ୍କୁଲରେ ମୁରିବାହାଲ ବ୍ଲକସ୍ତରୀୟ ବିଦ୍ୟାଳୟ କ୍ରୀଡ଼ା ସଙ୍ଗଠନର ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ

ଚଳିତ ବର୍ଷ ମୁରିବାହାଲ ବ୍ଲକରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଖୋଖୋ ପ୍ରତିଯୋଗିତା ପାଇଁ ବିଶେଷ ରୂପେ ଆଲୋଚନା ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବାଙ୍କେଲ ହାଇସ୍କୁଲ ସଭାଗୃହରେ ମୁରିବାହାଲ ବ୍ଳକସ୍ତରୀୟ ବିଦ୍ୟାଳୟ କ୍ରୀଡ଼ା ସଙ୍ଗଠନର…
Read More...

ମୁରିବାହାଲ ବ୍ଲକ ଅଞ୍ଚଳରେ ୮୦ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅଞ୍ଚଳର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ବ୍ୟବସାୟିକ ପ୍ରତିଷ୍ଠାନ ସବୁଠାରେ ୮୦ତମ ସ୍ଵାଧୀନତା ଦିବସ ମହାସମାରୋହର ସହ ପାଳିତ ହୋଇଯାଇଛି । ନିଜ ନିଜର କାର୍ଯ୍ୟାଳୟରେ ଏହି ଦିବସକୁ ପାଳନ କରିବା ପରେ…
Read More...

ମୁରିବାହାଲ ଡ଼ିଗ୍ରୀ ମହାବିଦ୍ୟାଳୟରେ ସାଇବର ସୁରକ୍ଷା ସଚେତନତା ନେଇ ଶପଥ ପାଠ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ମଧ୍ୟାହ୍ନ ୧୨ଟା ସମୟରେ ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ମହାବିଦ୍ୟାଳୟର…
Read More...