ମୁରିବାହାଲ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ଏନ୍. ଜେ. ଥିଓଫିଲଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ରୂପେ କାର୍ଯ୍ୟ କରୁଥିବା ଏନ୍. ଜେ. ଥିଓଫିଲ ଜୁନ ୩୦ତାରିଖ ଦିନ ନିଜ ଦୀର୍ଘ ଚାକିରୀ ଜୀବନରୁ ଅବସର ଗ୍ରହଣ କରିଥିଲେ । ଏହି ଅବସରରେ ମୁରିବାହାଲ ବ୍ଲକ ପଞ୍ଚାୟତ କାର୍ଯ୍ୟନିର୍ବାହୀ!-->…
Read More...
Read More...