Browsing Tag

muribahal news

ମୁରିବାହାଲ ଡ଼ିଗ୍ରୀ କଲେଜର ଯୁବ ରେଡ଼କ୍ରସ ଓ ଏନ୍‌ଏସ୍‌ଏସ୍‌ ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର : ୨୬ୟୁନିଟ ରକ୍ତ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ସୋମବାର ଯୁବ ରେଡ଼କ୍ରସ ଓ ଜାତୀୟ ସେବା ସଂସ୍ଥାର ମିଳିତ ଆନୁକୂଲ୍ୟରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମୁରିବାହାଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ…
Read More...

ଶ୍ୱଶୁର ଘର କେନାଲ ପାଇପରେ ଭାସି ଯାଇ ଜ୍ୱାଇଁଙ୍କ ମୃତ୍ୟୁ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଅନ୍ତର୍ଗତ ଅଏଁଲାଭଟା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗାଧୋଇବା ସମୟରେ କେନାଲ ପାଇପରେ ଭାସିଯାଇ ଜ୍ୱାଇଁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଜ୍ୱାଇଁ ଜଣକ ହେଲେ ଟୁପାଉଡାର ପଞ୍ଚାୟତ…
Read More...

ମୁରିବାହାଲ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଦିବ୍ୟାଙ୍ଗଙ୍କ ସହାୟକ ଉପକରଣ ବଣ୍ଟନ ପାଇଁ ଚିହ୍ନଟ ଶିବିର ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ସୋମବାର ବ୍ଲକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ସହାୟକ ଉପକରଣ ବଣ୍ଟନ ପାଇଁ ଚି଼ହ୍ନଟ ଶିବିର ଅନୁଷ୍ଠିତ ହୋଇଯାଇଛି । ଉଚ୍ଚ ବିଦ୍ୟାଳୟ…
Read More...

ମୁରିବାହାଲ ବ୍ଲକରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ଅଭିଯୋଗ କରିବାକୁ ଆସିଥିବା ବହୁ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟରେ ସୋମବାର ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଈଶାଳୱାର ଓ ଆରକ୍ଷୀ ଅଧିକ୍ଷକ ରୀଷିକେଶ ଖିଲାରୀ…
Read More...

ନାଗବାଚା ଗୁରୁଙ୍କୁ ପଥରରେ ଛେଚି ମରଣାନ୍ତକ ଆକ୍ରମଣ ଓ ୧୦ ହଜାର ଟଙ୍କା ଲୁଟ୍ : ଦୁଇ କୋର୍ଟ ଚାଲାଣ, ଜଣେ ଫେରାର୍‌

ମୁରିବାହାଲ, (ଦୁର୍ଗା ନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ୫୯ ନମ୍ବର ଜାତୀୟ ରାଜପଥର ଗରଗଡବାହାଲ ଛକରେ ଜଣେ ନାଗବାଚା ଗୁରୁଙ୍କୁ ପଥରରେ ଛେଚି ମରଣାନ୍ତକ ଆକ୍ରମଣ କରି ୧୦ ହଜାର ଟଙ୍କା ଲୁଟ୍‌ ଘଟଣାରେ ପୁଲିସ୍ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଅନ୍ୟ ଜଣେ…
Read More...

ମୁରିବାହାଲ ବ୍ଲକର ଅବସରପ୍ରାପ୍ତ ଚତୁର୍ଥ ଶ୍ରେଣୀ କର୍ମଚାରୀ ବ୍ରଜକିଶୋର ଵାଗଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟର ଅବସରପ୍ରାପ୍ତ ଚତୁର୍ଥ ଶ୍ରେଣୀ କର୍ମଚାରୀ ବ୍ରଜକିଶୋର ବାଗ(୭୦)ଙ୍କ ଶନିବାର ଅପରାହ୍ନରେ ତାଙ୍କ ମୁରିବାହାଲ ସଦର ମହକୁମା(ବସ୍ତି)ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ସେ ବ୍ଲକ କାର୍ଯ୍ୟାଳୟରେ…
Read More...

କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜେପି ମଣ୍ଡଳ ସଭାପତି, ସାଧାରଣ ସମ୍ପାଦକଙ୍କ ବୈଠକ ଓ ମନ୍‌ କି ବାତ୍‌…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବାନ୍ଦୁମୁଣ୍ଡା ଆମ୍ବତୋଟାଠାରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ଆଠଟି ମଣ୍ଡଳର ବିଜେପି ମଣ୍ଡଳ ସଭାପତି, ସାଧାରଣ ସମ୍ପାଦକ ସଂଘର ଏକ ଦଳୀୟ ବୈଠକ ଓ ପ୍ରଧାନମନ୍ତ୍ରୀଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ରବିବାର…
Read More...

ମୁରିବାହାଲ ବ୍ଲକ ସିରୋଲ, ଗଁରେଇ ଓ ମୁରିବାହାଲ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅନ୍ତର୍ଗତ ସିରୋଲ, ଗଁରେଇ ଓ ମୁରିବାହାଲ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ସିରୋଲ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ତେନ୍ତୁଳିଖୁଣ୍ଟି ନୋଡାଲ ଉଚ୍ଚ ବିଦ୍ୟାଳୟଠାରେ…
Read More...

ଟେଙ୍ଗରାରେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାପଘର ଲୋକଙ୍କ ହତ୍ୟା ଅଭିଯୋଗପୁଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ବଡସାଇମରା ପଞ୍ଚାୟତ ଟେଙ୍ଗରା ଗ୍ରାମରେ ସୁନୀତା ଦାସ(୨୭) ନାମ୍ନୀ ଜଣେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହକୁ ପୁଲିସ ଉଦ୍ଧାର କରିଛି ।…
Read More...

ଗୋଇମୁଣ୍ଡରେ ପଞ୍ଚାୟତସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଭୋଇପଡା କ୍ଲଷ୍ଟର ଅନ୍ତର୍ଗତ ଗୋଇମୁଣ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶିଶୁ ମହୋତ୍ସବ 'ସୁରଭି' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିଆର୍‌ସିସି ପ୍ରମୋଦ କୁମାର କର୍ମୀଙ୍କ ଆବାହକତ୍ୱରେ ଅନୁଷ୍ଠିତ…
Read More...