ମୁରିବାହାଲରେ ବିଜେଡ଼ି ପକ୍ଷରୁ ବ୍ଲକସ୍ତରୀୟ ନିର୍ବାଚନ କାର୍ଯ୍ୟାଳୟ ଉଦ୍ଘାଟିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀସ୍ତରୀୟ ବରିଷ୍ଠ ବିଜେଡି ନେତୃବୃନ୍ଦଙ୍କ ଉପସ୍ଥିତିରେ ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବିଶେଷଜ୍ଞ ସଦସ୍ୟ ଓ ବିଜେଡ଼ି ରାଜ୍ୟ ସମ୍ପାଦକ ହଂସରାଜ ଜୈନଙ୍କ ଅଧ୍ୟକ୍ଷତାରେ ୨୦୨୪ ସାଧାରଣ ନିର୍ବାଚନ!-->…
Read More...
Read More...