Browsing Tag

muribahal news

ମୁରିବାହାଲରେ ଶାନ୍ତିଶୃଙ୍ଖଳାର ସହ ରଥଯାତ୍ରା ସମ୍ପନ୍ନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାଙ୍କ ସମେତ ଅନ୍ୟାନ୍ୟ ସ୍ଥାନରେ ଅନୁଷ୍ଠିତ ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହିତ ସମ୍ପନ୍ନ ହୋଇଯାଇଛି । ରବିବାର ବିଭିନ୍ନ ସ୍ଥାନରେ ଏହା ଅନୁଷ୍ଠିତ ହୋଇଥିବା ବେଳେ ସୋମବାର ଅପରାହ୍ନରେ ମୁରିବାହାଲ ବ୍ଲକ
Read More...

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟ ପକ୍ଷରୁ ବନ ମହୋତ୍ସବ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟରେ ଏନ୍‌ଏସ୍‌ଏସ୍‌ ୟୁନିଟ୍‌ ପକ୍ଷରୁ ୭୫ତମ ବନ ମହୋତ୍ସବ ସପ୍ତାହ ପାଳନ ଉପଲକ୍ଷେ ଶନିବାର ବନ ମହୋତ୍ସବ ପାଳିତ ହୋଇଯାଇଛି । ଡ଼ିଗ୍ରୀ ମହାବିଦ୍ୟାଳୟ
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭୁବନେଶ୍ୱରରେ ଯମୁନା ଗ୍ରାମବାସୀଙ୍କ ଦାବୀପତ୍ର ପ୍ରଦାନ

ଗ୍ରାମକୁ ଲୋୟର ଇନ୍ଦ୍ର କେନାଲ ସମ୍ପ୍ରସାରଣ ଓ ମେଗା ପାଇପ୍ ଯୋଜନାରେ ସାମିଲ ଦାବୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଯମୁନା ଗ୍ରାମବାସୀଙ୍କ ପକ୍ଷରୁ ଏକ ଚାଷୀ ପ୍ରତିନିଧି ଦଳ ଭୁବନେଶ୍ୱର ଯାଇ ନୂତନ ଭାବେ ମୁଖ୍ୟମନ୍ତ୍ରୀ
Read More...

ମୁରିବାହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ବନମହୋତ୍ସବ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ୭୫ତମ ବନ ମହୋତ୍ସବ ସପ୍ତାହ ପାଳନ ଉପଲକ୍ଷେ ଶୁକ୍ରବାର ବନ ମହୋତ୍ସବ ପାଳିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ
Read More...

ଡୁଙ୍ଗୁରୀଗୁଡ଼ା ଗ୍ରାମରୁ ଜଣେ ଯୁବତୀଙ୍କ ସହ ଅନ୍ୟ ଜଣେ ନାବାଳିକା ୫ଦିନ ହେଲା ନିଖୋଜ : ଥାନାରେ ମାମଲା ରୁଜ୍ଜୁ,…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଟୁପାଉଡାର ପଞ୍ଚାୟତ ଡୁଙ୍ଗୁରୀଗୁଡା ଗ୍ରାମରୁ ଜଣେ ୨୨ ବର୍ଷୀୟା ଯୁବତୀଙ୍କ ସହ ଅନ୍ୟ ଜଣେ ୧୪ ବର୍ଷୀୟା ନାବାଳିକା ଗତ ୫ ଦିନ ଧରି ଏକ ସଙ୍ଗେ ନିଖୋଜ ହୋଇଯାଇଥିବା ନେଇ ଉଭୟ ପରିବାର ଲୋକଙ୍କ ପକ୍ଷରୁ ଅଲଗା ଅଲଗା
Read More...

ହଳଦୀ କ୍ଲଷ୍ଟର ପକ୍ଷରୁ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପଦ୍ମନ ପ୍ରଧାନୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ କ୍ଲଷ୍ଟର ପକ୍ଷରୁ ଅବସର ଗ୍ରହଣ କରିଥିବା ପତ୍ରାପାଲି(ଖ) ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ପଦ୍ମନ ପ୍ରଧାନୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଖେରଟ ପ୍ରାଥମିକ ବିଦ୍ୟାଳୟ
Read More...

ତେନ୍ତୁଳିଖୁଣ୍ଟିରେ ୭୫ତମ ବନମହୋତ୍ସବ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ତେନ୍ତୁଳିଖୁଣ୍ଟି ଗ୍ରାମରେ ଜଙ୍ଗଲ, ପରିବେଶ ଓ଼ ଜଳବାୟୁ ପରିବର୍ତ୍ତନ ବିଭାଗ, ଓଡିଶା ସରକାରଙ୍କ ବଲାଙ୍ଗିର ବନଖଣ୍ଡ ଓ଼ ମୁରିବାହାଲ ବନାଞ୍ଚଳ ଆନୁକୂଲ୍ୟରେ ୭୫ତମ ବନମହୋତ୍ସବ ପାଳିତ ହୋଇଯାଇଛି ।
Read More...

ଚଲକି ପଞ୍ଚାୟତ ହିତାଧିକାରୀଙ୍କୁ ଦୁଇ ମାସ ହେବ ମିଳିନି ବାର୍ଦ୍ଧକ୍ୟ : ବିଧବା ଓ ବିକଳାଙ୍ଗ ଭତ୍ତା

ବ୍ଲକ କାର୍ଯ୍ୟାଳୟର ଦ୍ଵାରସ୍ଥ ହୋଇ ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଲକି ପଞ୍ଚାୟତର ବାର୍ଦ୍ଧକ୍ୟ, ବିଧବା ଓ ବିକଳାଙ୍ଗ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଦୀର୍ଘ ଦୁଇ ମାସ ହେବ ଭତ୍ତା ଦିଆଯାଇ ନଥିବା
Read More...

ମୁରିବାହାଲ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ଏନ୍‌. ଜେ. ଥିଓଫିଲଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ରୂପେ କାର୍ଯ୍ୟ କରୁଥିବା ଏନ୍. ଜେ. ଥିଓଫିଲ ଜୁନ ୩୦ତାରିଖ ଦିନ ନିଜ ଦୀର୍ଘ ଚାକିରୀ ଜୀବନରୁ ଅବସର ଗ୍ରହଣ କରିଥିଲେ । ଏହି ଅବସରରେ ମୁରିବାହାଲ ବ୍ଲକ ପଞ୍ଚାୟତ କାର୍ଯ୍ୟନିର୍ବାହୀ
Read More...

୫୯ ନମ୍ବର ଜାତୀୟ ରାଜପଥ ମୁରିବାହାଲ ଥାନା, ପତ୍ରାପାଲି (ଖ) ଛକରେ ମର୍ମନ୍ତୁଦ ଦୁର୍ଘଟଣା

ଅଜଣା ଗାଡ଼ି ଧକ୍କାରେ ସ୍ଵାମୀ, ସ୍ତ୍ରୀଙ୍କ ସହ ବଳଦର ମୃତ୍ୟୁ୫୯ନମ୍ବର ଜାତୀୟ ରାଜପଥ ଅବରୋଧ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ରାୟପୁର-ଗୋପାଳପୁର ୫୯ ନମ୍ବର ଜାତୀୟ ରାଜପଥର ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ପତ୍ରାପାଲି(ଖ) ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ସ୍ଵାମୀ,
Read More...