Browsing Tag

muribahal news

ଶତାୟୁ ବିଚିତ୍ରାନନ୍ଦ ମହାକୁରଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଡଙ୍ଗରପଡ଼ା ପଞ୍ଚାୟତ ଦନ୍ଦରା ଗ୍ରାମର ଶତାୟୁ ବୃଦ୍ଧ ବିଚିତ୍ରାନନ୍ଦ ମହାକୁରଙ୍କ ରବିବାର ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୧୦୪ବର୍ଷ ବୟସ ହୋଇଥିଲା । ସେ ମୁରିବାହାଲ ଚକ୍ ଷାଠିଏ ଘର ଡୁମାଳ ସମାଜର…
Read More...

ଟ୍ରାକ୍ଟର ଧକ୍କାରେ ନାବାଳକ ଛାତ୍ର ମୃତ : ଉତ୍ତ୍ୟକ୍ତ ଲୋକଙ୍କ କ୍ଷତିପୂରଣ ଦାବୀରେ ରାସ୍ତାରୋକ, ଡ୍ରାଇଭର୍‌କୁ ନିସ୍ତୁକ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ପତ୍ରାପାଲି(କ)ପଞ୍ଚାୟତ ଲାରିପଡା ଛକ ନିକଟରେ ରବିବାର ସନ୍ଧ୍ୟାରେ ଟ୍ରାକ୍ଟର୍‌ ଧକ୍କାରେ ଜଣେ ନାବାଳକ ଛାତ୍ରଙ୍କ ମୃତ୍ୟୁ ହୋଇଯାଇଛି । ପତ୍ରାପାଲି(କ) ପଞ୍ଚାୟତ ଖପାଦର ଗ୍ରାମର ସଂଜୀବ ପୁଟେଲଙ୍କ ଏକମାତ୍ର ପୁଅ…
Read More...

ମୁରିବାହାଲ ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍‌ ଗଠିତ

ବରିଷ୍ଠ ସାମ୍ବାଦିକ ଦୁର୍ଗାନନ୍ଦ ମହାକୁର ସଭାପତିଜୟନ୍ତ କୁମାର ସାହୁ ସାଧାରଣ ସମ୍ପାଦକନବୀନ କୁମାର ତାଣ୍ଡି କୋଷାଧ୍ୟକ୍ଷଖଗେଶ୍ୱର ସାହୁ କାର୍ଯ୍ୟକାରୀ ସଭାପତି ମନୋନୀତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ବିଭିନ୍ନ ଅଞ୍ଚଳରେ କାର୍ଯ୍ୟରତ…
Read More...

ଗରଗଡବାହାଲରେ ଲଘୁଚାପ ବର୍ଷାରେ ଘର ଭାଙ୍ଗିଲା : ଆବାସ ଯୋଜନାରେ ସାମିଲ ଦାବୀ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗରଗଡବାହାଲ ପଞ୍ଚାୟତ ସଦର ଗ୍ରାମର ଇନ୍ଦ୍ରମଣି ବାଗ(୪୦)ନାମକ ଜଣେ ବ୍ୟକ୍ତିଙ୍କ ଇଟାରେ ତିଆରି ଏକ ଘର ଗତ ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗି ଯାଇଥିବାରୁ ଅଳ୍ପକେ ପରିବାର ଲୋକେ ମୃତ୍ୟୁମୁଖରୁ ବର୍ତ୍ତିଯାଇଛନ୍ତି ।…
Read More...

ଇଚ୍ଛାପଡ଼ା, ରେଙ୍ଗାଲିରେ ବିଧବା ମହିଳାଙ୍କ ଘର ଭାଙ୍ଗିଲା : ସହାୟତା ଦାବୀ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଇଚ୍ଛାପଡ଼ା ପଞ୍ଚାୟତ ରେଙ୍ଗାଲି ଗ୍ରାମର ପୂର୍ଣ୍ଣମୀ ମୁଗ୍ରୀ ନାମକ ଜଣେ ବିଧବା ମହିଳାଙ୍କ ଘର ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗି ଯାଇଛି । ବିଧବା ମହିଳାଙ୍କୁ ବହୁ ବର୍ଷ ପୂର୍ବରୁ ୨୨ ହଜାର ଟଙ୍କାର ଏକ ଆବାସ ଗୃହ…
Read More...

ଡଙ୍ଗରପଡ଼ା, କୋକଡୁଙ୍ଗୁରୀରେ ବିଶ୍ଵ ଆଦିବାସୀ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଡ଼ଙ୍ଗରପଡା ପଞ୍ଚାୟତ କୋକଡୁଙ୍ଗୁରିଠାରେ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ଆଦି କନ୍ଧ ବୁଡୁକା ପ୍ରଗଣା ବଙ୍ଗୋମୁଣ୍ଡା ବ୍ଲକ ଡ଼ଙ୍ଗରପଡା ଶାଖା ଆନୁକୂଲ୍ୟରେ ପ୍ରଗଣା ସଭାପତି ଲଳିତ ଯାନୀଙ୍କ ଅଧ୍ୟକ୍ଷତାରେ…
Read More...

ବିନା ମୂଲ୍ୟରେ ୫୦ ହଜାର ଫଳବୃକ୍ଷ ଚାରା ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଭୋଇପଡା ଜନମୁକ୍ତି ଅନୁଷ୍ଠାନ କାର୍ଯ୍ୟାଳୟ ପରିସରରେ ବସୁଦେବ ପଣ୍ଡା ଫାଉଣ୍ଡେସନ୍‌, ସଷ୍ଟେନେବଲ୍ ଇନିସିଏଟିଭ୍ ଓ ଜନମୁକ୍ତି ଅନୁଷ୍ଠାନ ସହାୟତାରେ ପରିଚାଳିତ ମେଗା ଫଳ ଚାରା ବଣ୍ଟନ ଅଭିଯାନକୁ ଶୁକ୍ରବାର ମୁଖ୍ୟ…
Read More...

ଗୁଡିଘାଟ ପଞ୍ଚାୟତ ଅଞ୍ଚଳ ପାଇଁ ଆମ୍ବୁଲାନ୍ସ ସେବା ଯୋଗାଇଦେବା ପାଇଁ ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଦାବିପତ୍ର ପ୍ରଦାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ଅଞ୍ଚଳର ଜନସାଧାରଣ ଗୁଡିଘାଟରେ ଏକ ଆମ୍ବୁଲାନ୍ସ ସେବା ଯୋଗାଇଦେବା ପାଇଁ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଦାବିପତ୍ର ମୁତାବକ ଗୁଡିଘାଟ ପଞ୍ଚାୟତ…
Read More...

କୋଶଳ ପ୍ରବାହର ମହାପ୍ରଭାବ : ମୁରିବାହାଲ ରେଳ ଫାଟକ ରାସ୍ତାର ବିରାଟ ଗାତ ମରାମତି, ଖବର ବାହାରିବା ପରେ ଭାଙ୍ଗିଲା ରେଳ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଳଷ୍ଟେସନର ପଶ୍ଚିମ ଦିଗକୁ ଥିବା ଆର୍‌ ଭି ଏନ୍‌ଓ ୧୩୭ ରେଳ ଫାଟକ ତାର ବାଡ ମଝିରେ ତଥା ବ୍ୟସ୍ତବହୁଳ ବଲାଙ୍ଗିର- ବଙ୍ଗୋମୁଣ୍ଡା ପୂର୍ତ୍ତ ରାସ୍ତାରେ ଏକ ବିରାଟ ଗାତ ହୋଇ ଯାତାୟତରେ ଅସୁବିଧା ସୃଷ୍ଟି ହେଉଥିବା…
Read More...

ମୁରିବହାଲ ପଞ୍ଚାୟତ ସମିତିର ଷଷ୍ଠ ଦ୍ଵିମାସିକ ବୈଠକ ଅନୁଷ୍ଠିତ

ବିଭିନ୍ନ ବିଷୟକୁ ନେଇ ସରଗରମ ଆଲୋଚନାସମିତି ସଭ୍ୟଙ୍କ ମଧ୍ୟରେ ତୁତୁମେମେ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତିର ଷଷ୍ଠ ଦ୍ଵିମାସିକ ବୈଠକ ବୁଧବାର ବ୍ଲକ ଅଧ୍ୟକ୍ଷ ହରିବନ୍ଧୁ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି…
Read More...