Browsing Tag

muribahal news

ଚଳକୀରେ ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ସଂଘବଦ୍ଧ ମରଣାନ୍ତକ ଆକ୍ରମଣ : ଦୁଇ ନାବାଳକଙ୍କ ସହ ୩ ଗିରଫ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଚଳକୀ ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଛି । ଏହି ଘଟଣାରେ ପୁଲିସ ତଦନ୍ତ କରି ଚଳକୀ ଗ୍ରାମର ଯୁବକ ପଦ୍ମନ ଭୋଇ(୨୧) ଓ ଦୁଇ ଜଣ ନାବାଳକ(୧୭) ଓ (୧୫)ଙ୍କ
Read More...

କଣ୍ଟାବାଞ୍ଜିର ନବନିର୍ବାଚିତ ବିଧାୟକ ଲକ୍ଷ୍ମଣ ବାଗଙ୍କୁ ମୁରିବାହାଲ ବ୍ଲକରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା

ବ୍ଲକ ପ୍ରଶାସନ, ନିଖିଳ ଓଡ଼ିଶା ଆଶାକର୍ମୀ ସଂଘ, ଯାଦବ ସମାଜ, ହଳଦୀ ମଣ୍ଡଳ ସହ ବହୁ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧନା ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଓଡ଼ିଶାର ତଥା ବଲାଙ୍ଗିର ଜିଲ୍ଲାର ବହୁ ଚର୍ଚ୍ଚିତ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ନବନିର୍ବାଚିତ ବିଧାୟକ ଲକ୍ଷ୍ମଣ ବାଗ ଚଳିତ
Read More...

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଦେଶ ଅନୁସାରେ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ୱରେ ମୁରିବାହାଲର
Read More...

ମୁରିବାହାଲ ପଞ୍ଚାୟତି ହାଇସ୍କୁଲ ଖେଳ ପଡିଆରେ ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସ୍ତରୀୟ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ସ୍ଥାନୀୟ ପଞ୍ଚାୟତି ହାଇସ୍କୁଲ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ମୁରିବାହାଲ ବିଡିଓ ପୂର୍ଣାନନ୍ଦ ପଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଯୋଗ ଦିବସରେ
Read More...

ଗୋଇମୁଣ୍ଡ ଛକ ପିଚୁ ପ୍ଲାଣ୍ଟ ସମ୍ମୁଖରେ ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର ଘଟଣା

ଦୁର୍ଘଟଣା ଘଟାଇଥିବା ହାଇୱା ଜବତ, ଡ୍ରାଇଭର କୋର୍ଟ ଚାଲାଣ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ୫୯ନମ୍ବର ଜାତୀୟ ରାଜପଥ ବଙ୍ଗୋମୁଣ୍ଡାରୁ ହଳଦୀ ରାସ୍ତାର ଗୋଇମୁଣ୍ଡ ଛକ ନିକଟସ୍ଥ ପିଚୁ ପ୍ଲାଣ୍ଟ ସମ୍ମୁଖରେ ମଙ୍ଗଳବାର ଅପରାହ୍ନରେ ହୋଇଥିବା
Read More...

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ରକ୍ତଶିକୁଳି ନିରାକରଣ ସଚେତନତା ଅଭିଯାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ବିଶ୍ଵ ରକ୍ତ ଶିକୁଳି ଦିବସ ଉପଲକ୍ଷେ ବଂଶଗତ ରକ୍ତ ଶିକୁଳି (ସିକିଲ ସେଲ)ରୋଗ ସମ୍ପର୍କିତ ପାକ୍ଷିକ ରକ୍ତହୀନତା ନିରାକରଣ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହା ଆଗାମୀ ଜୁଲାଇ
Read More...

ଟିଟିଲାଗଡ ଏଲ୍‌ଆଇସି ଅଫିସର ସିକ୍ୟୁରିଟି ଗାର୍ଡଙ୍କୁ ନିସ୍ତୁକ ମାଡ଼ : ବାଇକ, ମୋବାଇଲ ଓ ପର୍ସ ଲୁଟ କଲେ ଦୁର୍ବୃତ୍ତ

ଥାନାରେ ମାମଲା, ପୁଲିସର ତନାଘନା ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ୫୯ ନଂ ଜାତୀୟ ରାଜପଥର ମାଲପଡା ଓ ଗଁରେଇ ଗ୍ରାମ ଫୁଟବଲ ପଡିଆ ନିକଟରେ ହଦହଦା ଗ୍ରାମର ବ୍ୟୋମକେଶ ମିଶ୍ର ନାମକ ଜଣେ ସିକ୍ୟୁରିଟି ଗାର୍ଡଙ୍କୁ ନିସ୍ତୁକ ମାଡ଼ ମାରି ତାଙ୍କ
Read More...

ପୂର୍ବତନ ମୁରିବାହାଲ ବ୍ଲକ ଉପାଧ୍ୟକ୍ଷାଙ୍କ ମାତୃ ବିୟୋଗ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ପୂର୍ବତନ ବ୍ଲକ ଉପାଧ୍ୟକ୍ଷା ଶ୍ରୀମତୀ ସୁନ୍ଦରମତି ବାଗଙ୍କ ମା' ଲାଲ ତାଣ୍ଡି(୭୦)ଙ୍କ ବୁଧବାର ତାଙ୍କ ସାଲେପଡା ଗ୍ରାମରେ ପରଲୋକ ହୋଇଯାଇଛି । ସେ କିଛି ଦିନ ଧରି ରାୟପୁରର ଏକ ଘରୋଇ ମେଡିକାଲରେ ଚିକିତ୍ସିତ
Read More...

ମୁରିବାହାଲ ବ୍ଲକ ସଦର ମହକୁମା ବଜାରପଡ଼ା ଓ ଷ୍ଟେସନପଡ଼ାରେ ସୁଧୁରୁନି ରାସ୍ତା, ଡ୍ରେନ ଓ ପାନୀୟ ଜଳ ସମସ୍ୟା

ସ୍ଵାମୀ ବିବେକାନନ୍ଦ ଯୁବକ ସଂଘ ପକ୍ଷରୁ ବିଡ଼ିଓଙ୍କୁ ଦାବୀପତ୍ର ପ୍ରଦାନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାର ବଜାରପଡ଼ା ଓ ଷ୍ଟେସନପଡ଼ାରେ ସବୁଦିନିଆ ରାସ୍ତା, ଡ୍ରେନେଜ୍ ଓ ପାନୀୟ ଜଳଯୋଗାଣ ସମସ୍ୟା ଲାଗି ରହିଥିବା ଓ ଏହା କେବେ
Read More...

ଗୋଇମୁଣ୍ଡ ଛକ ପିଚୁ ପ୍ଲାଣ୍ଟ ସମ୍ମୁଖରେ ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ : ଜଣେ ଗୁରୁତର

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ୫୯ ନମ୍ବର ଜାତୀୟ ରାଜପଥ ବଙ୍ଗୋମୁଣ୍ଡାରୁ ହଳଦୀ ରାସ୍ତାର ଗୋଇମୁଣ୍ଡ ଛକ ନିକଟ ସ୍ଥିତ ପିଚୁ ପ୍ଲାଣ୍ଟ ସମ୍ମୁଖରେ ମଙ୍ଗଳବାର ଅପରାହ୍ନରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ
Read More...