Browsing Tag

muribahal news

ବାଙ୍କେଲ ଗ୍ରାମରେ କଂଗ୍ରେସର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବାଙ୍କେଲ ଗ୍ରାମଠାରେ ବାଙ୍କେଲ ପଞ୍ଚାୟତ ଓ ପତ୍ରାପାଲି (ଖ) ପଞ୍ଚାୟତକୁ ନେଇ କଂଗ୍ରେସର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ବିଧାୟକ
Read More...

ସିରୋଲ ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶାର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଗ୍ରାମ ପଂଚାୟତ ସଦରମହକୁମାଠାରେ ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ପାଳିତ "ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଓ ପଂଚାୟତସ୍ତରୀୟ ସଚେତନତା ସଭା" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

ଘୁଷୁରାମୁଣ୍ଡା ଗ୍ରାମରେ ୨ୟ ବାର୍ଷିକ ଗୋପାଳ କାଣ୍ଡ ସ୍ମାରକୀ ଫୂଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ : ଉଦ୍‌ଘାଟନୀରେ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ଗ୍ରାମ ପଂଚାୟତର ଘୁଷୁରାମୁଣ୍ଡା ଗ୍ରାମର ଖେଳ ପଡିଆରେ ଶୁକ୍ରବାର ଦିନ ୨ୟ ବାର୍ଷିକ ଗୋପାଳ କାଣ୍ଡ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟନ ହୋଇଯାଇଛି । ଉଦ୍‌ଘାଟନୀ ମ୍ୟାଚରେ ଦେବଙ୍ଗ ଦଳ ବିଜୟୀ
Read More...

ଜଙ୍ଗଲ ଜମି ଯୋଜନାକୁ ସଠିକ ଭାବେ କାର୍ଯ୍ୟକାରୀ କରିବା ଦାବିରେ ମୁରିବାହାଲ ବ୍ଲକ ଅଫିସ ସମ୍ମୁଖରେ ଜିନ୍ଦାବାଦ ସଙ୍ଗଠନର…

ମୌଳିକ ସୁବିଧାରୁ ବଞ୍ଚିତ ୯ଟି ଅଣରାଜସ୍ଵ ଗ୍ରାମଦାବୀପୂରଣ ନ ହେଲେ ଭୋଟ ବର୍ଜନ ଚେତାବନୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ, ହଳଦୀ ଓ ମାଳିଶିରା ପଞ୍ଚାୟତର ଜଙ୍ଗଲ ଅଞ୍ଚଳରେ ରହୁଥିବା ପେରୁଆମାଲ, ସୁକୁନିପଦର, ବେହେରାଖାଇ, କକଡାପଦର,
Read More...

ଗୁଡିଘାଟ ହାଇସ୍କୁଲରେ ବ୍ଲକସ୍ତରୀୟ ବିଜ୍ଞାନ କଂଗ୍ରେସ ଅନୁଷ୍ଠିତ : ମୋଟ ୪୪ଟି ପ୍ରକଳ୍ପରୁ ୫ ପ୍ରକଳ୍ପ ଶ୍ରେଷ୍ଠ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ବିଜ୍ଞାନ କଂଗ୍ରେସ ଗୁରୁବାର ଗୁଡିଘାଟ ପଞ୍ଚାୟତସ୍ଥିତ ମୁକୁନ୍ଦିଲାଲ ଅଗ୍ରୱାଲ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋଟ ୪୪ଟି ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବା ବେଳେ ୫ଟି ବିଭିନ୍ନ
Read More...

ଡଙ୍ଗରପଡ଼ା ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ପ୍ରୟାସ ପକ୍ଷରୁ ମୁରିବାହାଲ ବ୍ଲକ ଡଙ୍ଗରପଡ଼ା ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶାର ସଚେତନତା କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଆମ ଓଡ଼ିଶା ନବୀନ ଓଡ଼ିଶାର ଆୟୋଜକ ତଥା
Read More...

ଗୁରୁଣ୍ଡା ଗ୍ରାମ ନିକଟରେ ଟ୍ରକ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ କରି ଦେଢ଼ ଲକ୍ଷ ଟଙ୍କା ସହ ଦାମୀ ମୋବାଇଲ ଲୁଟ ଘଟଣା :…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ରାୟପୁର- ଗୋପାଳପୁର ୫୯ନମ୍ବର ଜାତୀୟ ରାଜପଥ ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗୁରୁଣ୍ଡା ଗ୍ରାମ ନିକଟରେ ୪ଜଣ ବାଇକ୍ ଆରୋହୀ ମୁଖାପିନ୍ଧା ଦୃବୃତ୍ତ ଆତଙ୍କରାଜ ଖେଳାଇ ଜଣେ ଟ୍ରକ୍ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ କରି ଦେଢ଼ ଲକ୍ଷ ଟଙ୍କା ସହ ଏକ
Read More...

ମୁରିବାହାଲ ଡିଗ୍ରୀ କଲେଜ ଛାତ୍ରଙ୍କୁ ଓଡିଶା ରାଜ୍ୟସ୍ତରୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସ୍ପୋର୍ଟସ ଏଣ୍ଡ ଗେମ୍‌ସ୍‌…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟର ଯୁକ୍ତତିନି ଛାତ୍ର ମହମ୍ମଦ ଇରଫାନ ଚଳିତ ୨୦୨୪ ବର୍ଷର ଦ୍ଵିତୀୟ ଓଡିଶା ରାଜ୍ୟସ୍ତରୀୟ ଆନ୍ତଃ ବିଶ୍ଵବିଦ୍ୟାଳୟ ସ୍ପୋର୍ଟସ ଏଣ୍ଡ ଗେମ୍‌ସ୍‌ ପ୍ରତିଯୋଗିତାର ବାଳକ ବିଭାଗର
Read More...

ମୁରିବାହାଲ ରେଳଷ୍ଟେସନରେ ପୁରୀ-ଦୁର୍ଗ ଏକ୍ସପ୍ରେସ ଟ୍ରେନ ରହଣୀ ନେଇ ରେଳ ବିଭାଗର ସବୁଜ ସଙ୍କେତ

କେନ୍ଦ୍ର ରେଳମନ୍ତ୍ରୀ ଓ ଲୋକସଭା ସାଂସଦଙ୍କୁ କୃତଜ୍ଞତା ଜଣାଇଲେ ମୁରିବାହାଲବାସୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଳଷ୍ଟେସନରେ ମହାମାରୀ କୋଭିଡ ପରେ ସଂପୂର୍ଣ୍ଣ ରୁପେ ବନ୍ଦ ହୋଇଯାଇଥିବା ଦୁଇ ଏକ୍ସପ୍ରେସ ଟ୍ରେନ ପୁରୀ-ଦୁର୍ଗ (ନ ୧୮୪୨୫-୧୮୪୨୬ )ଓ
Read More...

ମୁରିବାହାଲ ଷ୍ଟେସନପଡ଼ାରୁ ଚୋରି ବାଇକ ଟିଟିଲାଗଡରୁ ଉଦ୍ଧାର, ବାଇକ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ସଦର ମହକୁମା ଷ୍ଟେସନପଡ଼ାରୁ ଚୋରି ହୋଇଥିବା ଏକ ବାଇକକୁ ପୁଲିସ ଟିଟିଲାଗଡରୁ ଉଦ୍ଧାର କରିଥିବା ବେଳେ ଏହି ବାଇକ୍ ଚୋରିରେ ସଂପୃକ୍ତ ଟିଟିଲାଗଡ ସହର ଦେବନ୍ଧପଡ଼ାର ମନ ଆଡଯୁଆଡ(୩୭) ନାମକ ଜଣେ ଯୁବକଙ୍କୁ ଗିରଫ କରି
Read More...