Browsing Tag

muribahal news

ମୁରିବାହାଲରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଶ୍ରୀରାମ ମନ୍ଦିର ନିର୍ମାଣ କମିଟି ଆନୁକୂଲ୍ୟରେ ବୁଧବାର ବଜରଙ୍ଗ ଦଳ, ବିଶ୍ଵ ହିନ୍ଦୁ ପରିଷଦ, ସମସ୍ତ ହିନ୍ଦୁ ଭାଇ ତଥା ମୁରିବାହାଲ ଗ୍ରାମ ପଞ୍ଚାୟତର ଜନସାଧାରଣ ତଥା ମୁରିବାହାଲର ବ୍ଲକ, ବସ୍ତି, ଭୋଇପଡା, ଘଣ୍ଟବାହାଲ, ବନବାହାଲ୍ ଓ ଯମୁନା ଗ୍ରାମର
Read More...

ମୁରିବାହାଲ ବ୍ଲକସ୍ତରୀୟ ସଂଶାଧନ ସଭ୍ୟଙ୍କ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ସୂଚନା ଶିକ୍ଷା ଓ ଯୋଗାଯୋଗ ଉପକ୍ରମରେ ଲୋକକଳାର ପ୍ରୟୋଗ ଅନ୍ତର୍ଗତ ମୁରିବାହାଲ ବ୍ଲକ ପ୍ରଶାସନ ଓ ବ୍ଲକ କଳା ସଂସ୍କୃତି ସଂଘ ପକ୍ଷରୁ ବ୍ଲକସ୍ତରୀୟ ସଂଶାଧନ ସଭ୍ୟଙ୍କ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ତା.୨୪/୦୧/୨୦୨୪ରିଖ ଏବଂ ତା.୩୦/୦୧/୨୦୨୪ରିଖ ଦୁଇଦିନ
Read More...

ମୁରିବହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ’,…

୪୦ ଜଣ ଉତ୍ତୀର୍ଣ୍ଣ ପ୍ରତିଯୋଗୀଙ୍କୁ ପୁରସ୍କୃତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡ଼ିଶା ସରକାରଙ୍କ ନୂଆ-ଓ ଯୁବ ଓଡିଶା ନବୀନ ଓଡ଼ିଶା ପକ୍ଷରୁ ଚାଲିଥିବା ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ, ଶ୍ରୀମନ୍ଦିର
Read More...

ଟଟୋପରା ଗ୍ରାମରେ ଶ୍ରୀ ସତ୍ୟସାଇ ବାବାଙ୍କ ବାର୍ଷିକ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ପଞ୍ଚାୟତ ଟଟୋପରା ଗ୍ରାମରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ବାର୍ଷିକ ଉତ୍ସବ ଟଟୋପରା ଭଜନ ମଣ୍ଡଳୀର ଆବାହକ ଭାର୍ଗବ ପୁଟେଲ ଏବଂ ନୀଳମଣି ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ଆବାଳ
Read More...

କଚାରଭାଡ଼ି ଗାଁକୁ ଫେରିଲା ମହିଳା ଦାଦନ ଶ୍ରମିକଙ୍କ ମୃତଦେହ

ସ୍ଵାମୀ ସହ ୪ ସନ୍ତାନ ବେସାହାରାସନ୍ଦେହରେ ଇଟାଭାଟି ମାଲିକ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲାକୁ ଫେରିଛି ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ । ପେଟପାଟଣା ପାଇଁ ସୁଦୂର ବାହାର ରାଜ୍ୟକୁ ଗୋଡ଼ କାଢି ଯାଇଥିବା ଏକ ପରିବାରର ଜଣେ ମହିଳା ଦାଦନଙ୍କ ମୃତଦେହ ଗାଁକୁ
Read More...

ମୁରିବାହାଲ ଡ଼ିଗ୍ରୀ କଲେଜର ୫-ଟି ଉନ୍ନୟନ କାର୍ଯ୍ୟ ପରିଚାଳନା ସମ୍ପର୍କିତ ସମନ୍ଵୟ ବୈଠକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ଏକମାତ୍ର ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଚାଲିଥିବା ୫-ଟି ଉନ୍ନୟନ କାର୍ଯ୍ୟ ପରିଚାଳନା ସମ୍ପର୍କରେ ଏକ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କଲେଜର ୫-ଟି ଉନ୍ନୟନ
Read More...

ଚଲକୀ ଗ୍ରାମରେ ୨୭ତମ ଜୟଜଗନ୍ନାଥ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ଉଦ୍‌ଘାଟନୀ ଦିବସରେ ସର୍ଗଲୁ ଓ ଘୁଷୁରାମୁଣ୍ଡା ଦଳ ବିଜୟୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଲକୀ ଜେ.ଜେ ସ୍ପୋର୍ଟ୍ସ କ୍ଳବ ଆନୁକୂଲ୍ୟରେ ୨୭ତମ ଜୟ ଜଗନ୍ନାଥ ଫୁଟବଲ ଟୁର୍ଣ୍ଣାମେଣ୍ଟ ଶନିବାର ଦିନ ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଦିବସରେ
Read More...

ଚଲକି ପଞ୍ଚାୟତରେ ବିଜେଡ଼ି ଦଳ ପକ୍ଷରୁ ଶଙ୍ଖ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ଚଲକି ପଂଚାୟତରେ ଶୁକ୍ରବାର ତୃତୀୟ ଦିବସରେ ଶଙ୍ଖ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଜନହିତକର ଯୋଜନା ବିଷୟରେ ଲୋକଙ୍କୁ ସଚେତନତା ପାଇଁ ଚଳକି ସଦର
Read More...

ମୁରିବାହାଲରେ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅଞ୍ଚଳର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ବ୍ୟବସାୟିକ ପ୍ରତିଷ୍ଠାନ ସବୁଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ଧୁମ୍‌ଧାମ୍‌ର ସହ ପାଳିତ ହୋଇଯାଇଛି । ନିଜ ନିଜ କାର୍ଯ୍ୟାଲୟରେ ଦିବସକୁ ପାଳନ କରିବା ପରେ
Read More...

ମୁରିବାହାଲ ମହିମା ମଠରେ ପୌଷ ପୂର୍ଣ୍ଣିମା ଉପଲକ୍ଷେ ବିଶ୍ୱଶାନ୍ତି ବ୍ରହ୍ମଯଜ୍ଞ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ସଦର ମହକୁମାରେ ଥିବା ସରସ୍ୱତୀ ଶିଶୁ ମନ୍ଦିର, ଯୋଗେଶ୍ୱର ବିହାରରେ ପୌଷ ପୂର୍ଣ୍ଣିମା ଉପଲକ୍ଷେ ମହିମା ଅଲେଖ ବିଶ୍ୱଶାନ୍ତି ବ୍ରହ୍ମଯଜ୍ଞ ତଥା ମହିମା ବ୍ରହ୍ମ ଧ୍ଵନି ମହାଯଜ୍ଞ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ।
Read More...