ମୁରିବାହାଲ ମାଳିଶିରା ଓ ଗୁରୁଣ୍ଡା ଉଚ୍ଚ ବିଦ୍ୟାଳୟରେ ଆମ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ କାର୍ଯ୍ୟକ୍ରମ…
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବହାଲ ବ୍ଲକ ସଦର ମହକୁମାରେ ଥିବା ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନ ପକ୍ଷରୁ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ୨୦୨୪ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା!-->…
Read More...
Read More...