Browsing Tag

muribahal news

ମୁରିବାହାଲରେ ବିଜେଡ଼ିର ବିରାଟ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକର ୨୯ନଂ ଜିଲ୍ଲା ପରିଷଦ ଜୋନ ଅନ୍ତର୍ଗତ ୭ଟି ପଂଚାୟତର ଦଳୀୟ କର୍ମକର୍ତ୍ତାଙ୍କୁ ନେଇ ଏକ ବିରାଟ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ପିଟାପଡ଼ା ଡେମ ଛକରେ ବୁଧବାର ଅନୁଷ୍ଠିତ…
Read More...

ସିଲେଟପଡ଼ା ଗ୍ରାମରେ ଚାଲିଥିବା ଷୋହଳ ପ୍ରହରୀ ନାମଯଜ୍ଞ ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ ବୁଧବାର ଦିନ ଠାରୁ ଚାଲିଥିବା ଷୋହଳ ପ୍ରହରୀ ନାମଯଜ୍ଞ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ପୂର୍ବଦିନ ସ୍ଥାନୀୟ ପୋଖରୀରୁ ମହିଳାମାନଙ୍କ ଦ୍ୱାରା ଭବ୍ୟ କଳସ ଶୋଭାଯାତ୍ରା…
Read More...

ଦନ୍ଦ୍ରା କେନ୍ଦ୍ର ଡୁମାଳ ସମାଜର ମାସିକ ବୈଠକ ଜାନିପଡା ମାହେଶ୍ୱରୀ ମନ୍ଦିରରେ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଡଙ୍ଗରପଡ଼ା ପଞ୍ଚାୟତ ଜାନିପଡା ମାଁ ମାହେଶ୍ୱରୀ ମନ୍ଦିର ପରିସରରେ ଦନ୍ଦ୍ରା କେନ୍ଦ୍ର ଷାଠିଏ ଘର ଡୁମାଳ ସମାଜର ଏକ ମାସିକ ବୈଠକ ସଭାପତି ଭୋପାଳ ଚନ୍ଦ୍ର ମହାକୁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ…
Read More...

ହଳଦୀ ଛକରୁ ପୁଲିସ ଓ ଫ୍ଲାଇଂ ସ୍କ୍ୱାର୍ଡ ଦ୍ୱାରା ବାଇକ ଆରୋହୀଙ୍କ ଠାରୁ ୪ ଲକ୍ଷ ୨୬ ହଜାର ଟଙ୍କା ନଗଦ ଅର୍ଥ ଜବତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ୫୯ ନମ୍ବର ଜାତୀୟ ରାଜପଥର ବ୍ୟସ୍ତବହୁଳ ହଳଦୀ ଛକରୁ ମୁରିବାହାଲ ଥାନା ପୁଲିସ ଓ ଫ୍ଲାଇଂ ସ୍କ୍ୱାର୍ଡ ଦ୍ୱାରା ନୂଆପଡ଼ା ଜିଲ୍ଲାର ଜଣେ ବାଇକ ଆରୋହୀଙ୍କ ଠାରୁ ୪ ଲକ୍ଷ ୨୬ ହଜାର ଟଙ୍କାର ନଗଦ ଅର୍ଥ ଜବତ ହୋଇଛି ।…
Read More...

ଜଏଁତରା ଗ୍ରାମରେ ପବନରେ ବିରାଟ ବରଗଛ ଭାଙ୍ଗି ଟ୍ରାକ୍ଟର ସହ ଦୁଇ ଘର କ୍ଷତିଗ୍ରସ୍ତ : ରାସ୍ତା ଅବରୋଧ

ଅଗ୍ନିଶମ ବାହିନୀ ଓ ଗ୍ରାମବାସୀ ଗଛ କାଟି ସଫା କରିବା ପରେ ଯାତାୟାତ ସ୍ଵାଭାବିକ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଲକି ପଞ୍ଚାୟତ ଅଞ୍ଚଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବେଗରେ ପବନ ବୋହିଥିଲା । ପବନ ଦ୍ଵାରା ଏହି…
Read More...

ମୁରିବାହାଲ ବ୍ଲକ ଅଞ୍ଚଳରେ ଉତ୍କଟ ଜଳକଷ୍ଟ ସମସ୍ୟା : ଦଳିତ ପଡ଼ାଗୁଡ଼ିକୁ ପାନୀୟ ଜଳ ଦିଆଯାଉନ ଥିବା ଗୁରୁତର ଅଭିଯୋଗ

ମହିଳାମାନେ ବ୍ଲକ ପ୍ରଶାସନର ଦ୍ଵାରସ୍ଥ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅଞ୍ଚଳରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ତାପମାତ୍ରା ୪୫ ଡ଼ିଗ୍ରୀ ଉପରେ ରହୁଛି । ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ବ୍ଲକ ଅଞ୍ଚଳର ବିଭିନ୍ନ ଗ୍ରାମରେ ପାନୀୟ…
Read More...

ମୁରିବାହାଲରୁ ବିଦ୍ୟୁତ୍ ତାର ଚୋରି ଘଟଣା : ମୁଖ୍ୟ ମାଷ୍ଟରମାଇଣ୍ଡ ନିଖିଳ ଜୈନ ସହ ଆଉ ୨ ଅଭିଯୁକ୍ତ କୋର୍ଟ ଚାଲାଣ,…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲାସାରା ଲଗାତାର ଚାଲିଥିବା ବିଦ୍ୟୁତ ତାର ଚୋରି ସମ୍ପର୍କରେ ଏକ ବଡଧରଣର ରାକେଟ୍‌ ସକ୍ରିୟ ଥିବା ଅଭିଯୋଗ ହୋଇଆସୁଥିଲା । ଏହି ତାର ଚୋରୀ ଘଟଣାରେ ସଂପୃକ୍ତ ଥିବା ଅଭିଯୋଗରେ ଶୁକ୍ରବାର ମୁରିବାହାଲ ଥାନା ପୁଲିସ ସଇଁତଳା ଥାନା ଦାବଜୁରୀ,…
Read More...

ମୁରିବାହାଲରେ ବିଜେଡ଼ି ପକ୍ଷରୁ ବ୍ଲକସ୍ତରୀୟ ନିର୍ବାଚନ କାର୍ଯ୍ୟାଳୟ ଉଦ୍‌ଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀସ୍ତରୀୟ ବରିଷ୍ଠ ବିଜେଡି ନେତୃବୃନ୍ଦଙ୍କ ଉପସ୍ଥିତିରେ ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବିଶେଷଜ୍ଞ ସଦସ୍ୟ ଓ ବିଜେଡ଼ି ରାଜ୍ୟ ସମ୍ପାଦକ ହଂସରାଜ ଜୈନଙ୍କ ଅଧ୍ୟକ୍ଷତାରେ ୨୦୨୪ ସାଧାରଣ ନିର୍ବାଚନ…
Read More...

ବାନ୍ଦୁପଲା ଗ୍ରାମରେ ବନ୍ଧୁକ ଦେଖାଇ ଧମକ୍‌ଚମକ୍‌ : ଅଭିଯୁକ୍ତ ଯୁବକ ଗିରଫ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ବାନ୍ଦୁପଳା ଗ୍ରାମରେ ଜଣେ ଯୁବକ ଅତ୍ୟଧିକ ନିଶା ସେବନ କରି ବନ୍ଧୁକ ଦେଖାଇ ଲୋକଙ୍କୁ ଧମକ୍‌ଚମକ୍ ଦେଉଥିବା ଅଭିଯୋଗରେ ପୁଲିସ୍ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ତାପାଖରୁ ଏକ ବନ୍ଧୁକ ଜବତ କରିଥିବା…
Read More...

ଗଁରେଇ ଗ୍ରାମରେ ବିବାହିତା ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର : ବାପଘର ଲୋକଙ୍କ ହତ୍ୟା ଅଭିଯୋଗ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗଁରେଇ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଜଣେ ବିବାହିତା ମହିଳାଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହକୁ ଶାଶୁଘର ଲୋକେ ଉଦ୍ଧାର କରିଥିବା ବେଳେ ଏହା ଏକ ହତ୍ୟା ଘଟଣା ବୋଲି ମହିଳାଙ୍କ ବାପଘର ଲୋକେ ଅଭିଯୋଗ କରିବାରୁ…
Read More...