ଗୁରୁଣ୍ଡା ହାଇସ୍କୁଲରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘର ୪୦ତମ ବ୍ଲକସ୍ତରିୟ ଶିଶୁ ମେଳା ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁରୁଣ୍ଡା ହାଇସ୍କୁଲ ପରିସରରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ତରଫରୁ ବ୍ଲକସ୍ତରୀୟ ଶିଶୁ ମେଳା ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଓଷ୍ଟା ସଭାପତି ବିନୋଦ କୁମାର ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ!-->…
Read More...
Read More...