ବ୍ରାହ୍ମଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଭାଷା ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ବ୍ରାହ୍ମଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଭାଷା ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କୁ ନେଇ ଓଡ଼ିଆ ଭାଷା!-->…
Read More...
Read More...