Browsing Tag

muribahal news

ମୁରିବାହାଲ ବ୍ଲକ ସଭାଗୃହରେ ‘ନିଧି” ଅନୁଷ୍ଠାନ ପକ୍ଷରୁ ବ୍ଲକସ୍ତରୀୟ ମିଳିତ ବିକାଶ ବୈଠକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସମ୍ମିଳନୀ କକ୍ଷରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ନିଧି” ପକ୍ଷରୁ ଏକ ତ୍ରିପାକ୍ଷୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପଂଚାୟତ ସମିତି ଅଧ୍ୟକ୍ଷ ହରିବନ୍ଧୁ ମେହେର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୂର୍ଣ୍ଣାନନ୍ଦ
Read More...

ମୁରିବାହାଲ ଡିଗ୍ରୀ କଲେଜରେ ନୂଆଁ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଆଜି ଶୁକ୍ରବାର ଦୀର୍ଘ ୧୫ଦିନ ଧରି ଅନୁଷ୍ଠିତ ହେଉଥିବା ନୂଆଁ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି ।ମହାବିଦ୍ୟାଳୟ
Read More...

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟରେ ଫେଶନ ଶୋ, ପାରମ୍ପରିକ ନୃତ୍ୟ ଓ ନାଟକ ପ୍ରତିଯୋଗୀତା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଗୁରୁବାର ଦିନ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ଏକମାତ୍ର ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ନୁଆ-ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ନବମ ଦିବସରେ ଏକ ଫେଶନ ଶୋ, ପାରମ୍ପରିକ ନୃତ୍ୟ, ନାଟକ
Read More...

ସିରୋଲ ହାଇସ୍କୁଲରେ ଶକ୍ତି ସଂରକ୍ଷଣ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ୍ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଆନୁକୂଲ୍ୟରେ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦ୍ଵାରା ଶକ୍ତି ସଚେତନତା ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିଥିଲା ।
Read More...

ଧର୍ମପରାୟଣା ମହିଳା ଯମୁନା ମେହେରଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ବଜାରପଡ଼ାରେ ରହୁଥିବା ଧର୍ମପରାୟଣା ମହିଳା ଯମୁନା ମେହେରଙ୍କ ଆଜି ଗୁରୁବାର ସକାଳେ ୭୩ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଦୀର୍ଘଦିନରୁ ବାର୍ଦ୍ଧକ୍ୟଜନିତରେ ଶଯ୍ୟାଶାୟୀ ଥିଲେ । ମୃତ୍ୟୁ ଶଯ୍ୟା
Read More...

ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ବାଲ୍ୟ ବିବାହ, କନ୍ୟା ସନ୍ତାନଙ୍କୁ ଶିକ୍ଷା, ସଚେତନତା ଓ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : "ନୂଆଁ-ଓ" ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଅଷ୍ଟମ ଦିନରେ ଆଜି ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ମୁରିବାହାଲରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ବଲାଙ୍ଗିର ଜିଲ୍ଲା ପରିଷଦ
Read More...

୨ ଦଫା ଦାବୀ ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ କଳାବ୍ୟାଚ ପରିଧାନ କରି ଆନ୍ଦୋଳନରେ ମୁରିବାହାଲ ଅଗ୍ନିଶମ ସେବା…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଦମକଳ କେନ୍ଦ୍ରରେ ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥା କର୍ମଚାରୀମାନେ ନିଜର ୨ଦଫା ଦାବୀ ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ କଳାବ୍ୟାଚ ପରିଧାନ କରି ଆନ୍ଦୋଳନ ଜାରି ରଖିଥିବା ଜଣାପଡିଛି । କର୍ମଚାରୀମାନେ ନିଜର ଏହି ଦୁଇ
Read More...

ଗୁଡିଘାଟ ପଞ୍ଚାୟତ ଚାଷୀଙ୍କ ଲଘୁଚାପ ବର୍ଷାରେ ଧାନ ଫସଲ ନଷ୍ଟ ଯୋଗୁଁ ସରକାରୀ ସହାୟତା ପାଇଁ ରାଜସ୍ଵ ନିରୀକ୍ଷକଙ୍କୁ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତର ଚାଷୀମାନଙ୍କ ପକ୍ଷରୁ ଲଘୁଚାପ ବର୍ଷାରେ ଧାନ ଚାଷ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବାରୁ ସରକାରୀ ସହାୟତା ପ୍ରଦାନ କରିବା ପାଇଁ ମୁରିବାହାଲ ତହସିଲଦାରଙ୍କୁ ଗୁଡିଘାଟ ରାଜସ୍ଵ ନିରୀକ୍ଷକଙ୍କ ଜରିଆରେ
Read More...

‘କୋଶଳ ପ୍ରବାହ’ର ମହାପ୍ରଭାବ : ଫୁଟବଲ ଖେଳରେ ଘୁଡୁଘୁଡୁ ପଟ୍ଟି ଉପରେ ମୁରିବାହାଲ ପୁଲିସର ଚଢାଉ, ୪ଗିରଫ

ମାମଲା ରୁଜ୍ଜୁ, ମୋଟ ଟ୧୮ହଜାର, ୩୪୦ଟଙ୍କା ସହ ବହୁ ସାମଗ୍ରୀ ଜବତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ତଥା ବ୍ଲକ ଅଞ୍ଚଳର ୨୨ଟି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଅନୁଷ୍ଠିତ ହେଉଥିବା ଫୁଟବଲ, କ୍ରିକେଟ ମ୍ୟାଚ, ଯାନିଯାତ୍ରା, ବଜାର, ଜନଗହଳି ସ୍ଥାନ
Read More...

ମୁରିବାହାଲରେ ୭ଦଫା ଦାବୀରେ ଅଖିଳ ଭାରତ ଗ୍ରାମୀଣ ଡାକସେବକ ସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟକାଳୀନ ଧର୍ମଘଟ : ବ୍ଲକ ଅଞ୍ଚଳରେ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଅଖିଳ ଭାରତ ଗ୍ରାମୀଣ ଡାକସେବକ ସଂଘ ପକ୍ଷରୁ ବଲାଙ୍ଗିର ଜିଲ୍ଲା ଡାକ ମଣ୍ଡଳ ଅନ୍ତର୍ଗତ ମୁରିବାହାଲ ସବପୋଷ୍ଟ ଅଫିସ ସମ୍ମୁଖରେ ୧୬ଟି ପୋଷ୍ଟଅଫିସର ବ୍ରାଞ୍ଚ ପୋଷ୍ଟମାଷ୍ଟର ଓ ଡାକ କର୍ମଚାରୀମାନେ ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସିଭିଲ
Read More...