ଗୁଡିଘାଟ ହାଇସ୍କୁଲରେ ବ୍ଲକସ୍ତରୀୟ ବିଜ୍ଞାନ କଂଗ୍ରେସ ଅନୁଷ୍ଠିତ : ମୋଟ ୪୪ଟି ପ୍ରକଳ୍ପରୁ ୫ ପ୍ରକଳ୍ପ ଶ୍ରେଷ୍ଠ…
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ବିଜ୍ଞାନ କଂଗ୍ରେସ ଗୁରୁବାର ଗୁଡିଘାଟ ପଞ୍ଚାୟତସ୍ଥିତ ମୁକୁନ୍ଦିଲାଲ ଅଗ୍ରୱାଲ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋଟ ୪୪ଟି ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବା ବେଳେ ୫ଟି ବିଭିନ୍ନ!-->…
Read More...
Read More...