Browsing Tag

muribahal news

ମୁରିବାହାଲ ଡିଗ୍ରୀ କଲେଜରେ ‘ଚିନ୍ତାମୁକ୍ତ ଜୀବନ’ ବିଷୟ ନେଇ ଆଲୋଚନାଚକ୍ର

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ଓ ପଞ୍ଚାୟତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ମିଳିତ ଉଦ୍ୟମରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନାର ବିଷୟ "ଚିନ୍ତା ମୁକ୍ତ ଜୀବନ" ଥିଲା । ସଭାର ଆବାହକ ପଶ୍ଚିମ ଓଡ଼ିଶା ବିକାଶ
Read More...

ଲଭ୍, ସେକ୍ସ୍ ଓ ଧୋକ୍କା ଘଟଣା : ସାଲେଭଟାରେ ଯୁବତୀଙ୍କୁ ପ୍ରେମ ପ୍ରତାରଣା, ଯୁବକ କୋର୍ଟ ଚାଲାଣ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଟୁପାଉଡାର ପଞ୍ଚାୟତ ସାଲେଭଟା ଗ୍ରାମର ଜଣେ ୧୯ ବର୍ଷୀୟ ଯୁବତୀଙ୍କୁ ପ୍ରଥମେ ପ୍ରେମ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଗ୍ରାମର ପବିତ୍ର ହାତୀ ନାମକ ଜଣେ ଯୁବକଙ୍କୁ ପୁଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ
Read More...

ହୃଦଘାତରେ ଯୁବ ଆଇନଜୀବୀ କୁଳମଣୀ ଲୁହାଙ୍କ ଅକାଳ ବିୟୋଗ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବିଟାବନ୍ଧ ପଞ୍ଚାୟତ କନ୍ଦାଖାଳ ଗ୍ରାମର ଯୁବ ଆଇନଜୀବୀ କୁଳମଣି ଲୁହା(୪୦)ଙ୍କ ହୃଦଘାତରେ ଅକାଳ ବିୟୋଗ ଘଟିଛି । ବୁଧବାର ଅପରାହ୍ନ ୪ଟା ସମୟରେ ସେ ଘରେ ଥିବା ବେଳେ ହଠାତ ତାଙ୍କ ଦେହ ଅସୁସ୍ଥ ହୋଇପଡିଥିଲା । ତାଙ୍କୁ
Read More...

ମୁରିବାହାଲ ଆଦର୍ଶ ବିଦ୍ୟାଳୟରେ ବ୍ଲକସ୍ତରୀୟ ରାଷ୍ଟ୍ରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ

୬୦ଟି ବିଦ୍ୟାଳୟର ୧୩୪ ପ୍ରକଳ୍ପ ପ୍ରଦର୍ଶିତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବ୍ଲକସ୍ତରୀୟ ରାଷ୍ଟ୍ରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମଗ୍ର ବ୍ଲକ ଅଞ୍ଚଳର ୬୦ଟି ବିଭିନ୍ନ
Read More...

ସିରୋଲ ଜୟ ଡଙ୍ଗରବୁଢ଼ା କ୍ରିକେଟ : ଖଗସା ଚମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ମୁରିବାହାଲ ବ୍ଲକ ସିରୋଲ ପଞ୍ଚାୟତ ସଦରମହକୁମା ବିଷପିଟେନ ଖେଳ ପଡିଆଠାରେ ଚାଲିଥିବା ୧୪ତମ ଜୟ ଡ଼ଙ୍ଗରବୁଢା କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ଖେଳରେ ଧାମନଡଙ୍ଗାକୁ ହରାଇ ଖଗସା ଚମ୍ପିୟାନ ଆଖ୍ୟା ଅର୍ଜନ କରିଛି ।ଫାଇନାଲ ମ୍ୟାଚରେ ମୁଖ୍ୟଅତିଥି ରୂପେ
Read More...

ଯମୁନା ଗ୍ରାମରେ ଅଁଳା ନବମୀ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଯମୁନା ଗ୍ରାମର ପ୍ରସିଦ୍ଧ ଧବଳେଶ୍ଵର ଶିବ ମନ୍ଦିର ପରିସରରେ ମଙ୍ଗଳବାର ପବିତ୍ର ଅଁଳା ନବମୀ ତଥା ରାଧା ପାଦ ଦର୍ଶନ କାର୍ଯ୍ୟକ୍ରମ ଗ୍ରାମବାସୀଙ୍କ ପକ୍ଷରୁ ଏକାଠି ଗୋଟିଏ ସ୍ଥାନରେ ଅନୁଷ୍ଠିତ
Read More...

ମୁରିବାହାଲ ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ

୫୨୦ଜଣ ଭିନ୍ନକ୍ଷମ ପଂଜିକୃତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଆକାଉଣ୍ଟସ ଅଫିସର ଘେନୁରାମ୍ ତାଣ୍ଡିଙ୍କ ସଭାପତିତ୍ୱରେ ତଥା
Read More...

ମୁରିବାହାଲ ବିଜେପି ପକ୍ଷରୁ ୫ ଦଫା ଦାବୀ ନେଇ ବ୍ଲକ କାର୍ଯ୍ୟାଳୟ ଘେରାଉ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ମୁରିବାହାଲ ବ୍ଲକ ଭାରତୀୟ ଜନତା ପାର୍ଟି ପକ୍ଷରୁ ୫ ଦଫା ଦାବୀ ନେଇ ସୋମବାର ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯିବା ସହ ଓଡ଼ିଶା ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ବ୍ଲକ ବିଡିଓ ପୂର୍ଣ୍ଣାନନ୍ଦ ପଟେଲଙ୍କୁ ୫ ଦଫା ଦାବୀପତ୍ର ପ୍ରଦାନ କରାଯାଇଥିଲା । ମୁରିବହାଲ
Read More...

ମୁରିବାହାଲ ବ୍ଲକରେ ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

୧୨୬ଟି ଅଭିଯୋଗ ପଞ୍ଜିକୃତଡ଼ିଗ୍ରୀ ଓ ଯୁକ୍ତ ଦୁଇ ୫ଟି କଲେଜ କାମ ପରିଦର୍ଶନକୃଷି ଯନ୍ତ୍ରପାତି ମେଳା ସଚେତନତା ରଥର ଶୁଭାରମ୍ଭ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟରେ ସୋମବାର ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
Read More...

ମୁରିବାହାଲରେ କୋଶଳ ମହାବନ୍ଦ : ବନ୍ଦ ପ୍ରଭାବରେ ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ, ଦୋକାନ ବଜାର ସହ ଯାନବାହାନ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : କୋଶଳାଞ୍ଚଳ ପ୍ରତି ହେଉଥିବା ବୈମାତୃକ ମନୋଭାବ ଓ ଅନ୍ୟାୟକୁ ବିରୋଧ କରି ଏକ ସ୍ଵତନ୍ତ୍ର କୋଶଳ ରାଜ୍ୟ ଦାବୀ ନେଇ କୋଶଳ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟି ଡାକରାରେ ଆଜିର ମହାବନ୍ଦକୁ ମୁରିବାହାଲ ବ୍ଲକ ଅଞ୍ଚଳରେ ପୂର୍ଣ୍ଣ ସମର୍ଥନ କରାଯାଇଥିବା
Read More...