ଦେବଙ୍ଗ ଗ୍ରାମ ମହାଲକ୍ଷ୍ମୀ ପୂଜା ପାଇଁ କଳସ ଶୋଭାଯାତ୍ରା ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି (କ) ପଞ୍ଚାୟତ ଦେବଙ୍ଗ ଗ୍ରାମ ପକ୍ଷରୁ ୨୫ତମ ମାଣବସା ଲକ୍ଷ୍ମୀପୁଜା ଶୁଭାରମ୍ଭ ହୋଇଯାଇଛି । ଆଜି ସନ୍ଧ୍ୟା ୫'ଟାରେ ଗ୍ରାମର ଶତାଧିକ ମହିଳାମାନଙ୍କ ଦ୍ଵାରା କଳସ ଯାତ୍ରା ହେବା ସହ ଆସନ୍ତା କାଳି ମାଁଙ୍କ!-->…
Read More...
Read More...