କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ଵାରା ବସୁନ୍ଧରା ଯୋଜନାରେ ୨୫ଜଣ ହିତାଧକାରୀଙ୍କୁ ପଟ୍ଟାବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ତହସିଲ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଦ୍ଵାରା ବସୁନ୍ଧରା ଯୋଜନାରେ ୨୫ଜଣ ହିତାଧକାରୀଙ୍କୁ ପଟ୍ଟାବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ!-->…
Read More...
Read More...