Browsing Tag

muribahala news

ମୁରିବାହାଲ୍ ବ୍ଲକସ୍ତରୀୟ ତିନି ଦିନିଆ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା କାର୍ଯ୍ୟକ୍ରମ ୨୦୨୫-୨୬ ଉଦଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଷ୍ଠି ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ଗୁଡିଘାଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଚାଲିଥିବା ତିନି ଦିନିଆ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଉଦଯାପିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁରିବାହାଲ୍ ବ୍ଲକ୍
Read More...

ବୟୋଜ୍ୟେଷ୍ଠ ବ୍ୟବସାୟୀ ବନମାଳୀ ପୃଷ୍ଟିଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଘୁଷୁରାମୁଣ୍ଡା ଗ୍ରାମର ବୟୋଜ୍ୟେଷ୍ଠ ବ୍ୟବସାୟୀ ବନମାଳୀ ପୃଷ୍ଟି (୮୬)ଙ୍କ ଶୁକ୍ରବାର ରାତିରେ ପରଲୋକ ହୋଇଯାଇଛି । ସେ ଦୀର୍ଘ ଦିନରୁ ଶାରୀରିକ ଅସୁସ୍ଥତା ଯୋଗୁଁ ଶଯ୍ୟାଶାୟୀ ଥିଲେ । ମୃତ୍ୟୁ ଶଯ୍ୟା ନିକଟରେ ବଡପୁଅ
Read More...

ମୁରିବାହାଲରୁ ପୁଣି ୧୩ ଦାଦନ ଶ୍ରମିକ ଉଦ୍ଧାର : ଜେଲ୍‌ ଗଲା ଦାଦନ ସର୍ଦ୍ଦାର ଲକ୍ଷ୍ମଣ ତାଣ୍ଡି

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ଦାଦନ ପ୍ରବଣ ମୁରିବାହାଲ ବ୍ଲକ ଅଞ୍ଚଳରୁ ପୁଲିସ ପୁଣି ୧୩ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଥିବା ବେଳେ ସେମାନଙ୍କୁ ଚାଲାଣ ପାଇଁ ଘରେ ଲୁଚାଇ ରଖିଥିବା ଅଭିଯୋଗରେ ଲକ୍ଷ୍ମଣ ତାଣ୍ଡି ନାମକ ଜଣେ ଦାଦନ ସର୍ଦ୍ଦାରଙ୍କୁ ଗିରଫ କରି କୋର୍ଟ
Read More...

ଆଜି ମୁରିବାହାଲ ଧନୁଯାତ୍ରା ମହୋତ୍ସବର ଉଦଯାପନୀ : ଷଷ୍ଠ ସନ୍ଧ୍ୟାରେ କଂସଙ୍କ ରଙ୍ଗସଭା ଓ ଅକୃର ପ୍ରେରଣ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଚାଲିଥିବା ସପ୍ତମ ବିରାଟ ଧନୁଯାତ୍ରା ମହୋତ୍ସବ ଆଜି ମଙ୍ଗଳବାର ରାତିରେ ଉଦଯାପିତ ହେବ । ଷଷ୍ଠ ଦିବସ ସନ୍ଧ୍ୟାରେ ମଥୁରାର ମହାରାଜ କଂସଙ୍କ ରଙ୍ଗସଭା ଓ ଅକୃରଙ୍କୁ ଗୋପପୁର ପ୍ରେରଣ ନାଟକ ମଞ୍ଚସ୍ଥ
Read More...

ମୁରିବାହାଲରେ ରବିଋତୁ ପାଇଁ ବିଧାୟକଙ୍କ ଦ୍ଵାରା ଧାନମଣ୍ଡି ଉଦଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ଉପବଜାର ପ୍ରାଙ୍ଗଣରେ କଣ୍ଟାବାଞ୍ଜି ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ୨୦୨୪-୨୫ ରବିଋତୁ ପାଇଁ ଧାନମଣ୍ଡି ତଥା ଧାନକ୍ରୟ କେନ୍ଦ୍ର ଉଦଘାଟିତ ହୋଇଯାଇଛି । କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ
Read More...

ବରାଜୁରା ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ପଞ୍ଚାୟତ ବରାଜୁରା ଗ୍ରାମରେ ଅନୁଷ୍ଠିତ ହେବାକୁ ଥିବା ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ରବିବାର ଗଙ୍ଗା ଆବାହନ, ଅଧିବାସ ପର୍ବ ସହ ସଂଧ୍ୟାରେ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଗ୍ରାମର
Read More...

ମୁରିବାହାଲ ସରସ୍ଵତୀ ଶିଶୁ ମନ୍ଦିରର ବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ସରସ୍ୱତୀ ଶିଶୁ ମନ୍ଦିରର ବିଂଶତମ ବାର୍ଷିକ ଉତ୍ସବ ଶିଶୁ ମନ୍ଦିର ପରିସରରେ ଥିବା ଯୋଗେଶ୍ୱର ବିହାରରେ ମହାଆଡମ୍ବରରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଶିଶୁ ମନ୍ଦିର ପରିଚାଳନା କମିଟି
Read More...

ମୁରିବାହାଲ ବ୍ଲକସ୍ତରୀୟ ବିରାଟ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭସ୍ତମ୍ଭ ସ୍ଥାପନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଆଜି ଅପରାହ୍ନ ୧ଟା ସମୟରେ ମୁରିବାହାଲ ଧନୁଯାତ୍ରା ପଡ଼ିଆଠାରେ ଆସନ୍ତା ୨୮ ତାରିଖ ଗୁରୁବାର ଦିନ ଆରମ୍ଭ ହେବାକୁ ଥିବା ବ୍ଲକସ୍ତରୀୟ ବିରାଟ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭସ୍ତମ୍ଭ ସ୍ଥାପନ କରାଯାଇଥିଲା । ଏହି ଶୁଭସ୍ତମ୍ଭଟି ମୁରିବାହାଲ ରାଧାକୃଷ୍ଣ ଓ
Read More...