ରାଜ୍ୟସ୍ତରୀୟ ପେଞ୍ଚାକ ସିଲାଟ ସେମିନାର ଉଦଘାଟିତ
ନବରଙ୍ଗପୁର : ରାଜ୍ୟ ସ୍ତରୀୟ ପେଞ୍ଚାକ ସିଲାଟ ସେମିନାର ସ୍ଥାନୀୟ ଗାନ୍ଧିନଗର ସ୍ଥିତ ବୈଭବ କଲ୍ୟାଣ ମଣ୍ଡପ ପରିସରରେ ଉଦ୍ଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଯୋଗଦେଇ ସ୍ୱାସ୍ଥ୍ୟ ପାଇଁ ପ୍ରତ୍ୟେକଙ୍କୁ କ୍ରୀଡ଼ା ସହ ଜଡିତ ରହିବା ଉଚିତ ବୋଲି ମତ!-->…
Read More...
Read More...