Browsing Tag

nabarangapur news

ଶାରଦୀୟ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ

ନବରଙ୍ଗପୁର, (ଜଗନ୍ନାଥ ବିଷୋୟୀ) : କୋଷାଗୁମୁଡ଼ା ବ୍ଲକ୍ ଅନ୍ତର୍ଗତ ଦୁରଗାଁ ଗ୍ରାମରେ ଚଳିତ ବର୍ଷର ଶାରଦୀୟ ଦୁର୍ଗାପୂଜା ପାଳନ ପାଇଁ ଦଶହରା ମଣ୍ଡପ ପ୍ରାଙ୍ଗଣରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ କୋଭିଡ୍ ନିୟମ ଅନୁଯାୟୀ ମୂର୍ତ୍ତି ଓ ସାଜସଜ୍ଜା ଉପରେ ଯାହା ଉଲେଖ
Read More...

ଗୀତରେ ଗୀତରେ ଓଟିଭି ରିପୋର୍ଟର ଅରିନ୍ଦମ୍ ଦାସଙ୍କୁ ଅଶୃଳ ଶ୍ରଦ୍ଧାଞ୍ଜଳି

ନବରଙ୍ଗପୁର, (ଜଗନ୍ନାଥ ବିଷୋୟୀ) : ଗୀତରେ ଗୀତରେ ଓଟିଭି ରିପୋର୍ଟର ଅରିନ୍ଦମ୍ ଦାସଙ୍କୁ ଜେବିଆର ପ୍ରୋଡକ୍ସନ ଟିମ୍ ମେମ୍ବର ଅଶୃଳ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଟିମ୍ ମେମ୍ବର ସଦସ୍ୟ ବିଶ୍ଵନାଥ ବିଷୋୟୀ କହିଛନ୍ତି ବରିଷ୍ଠ ସାମ୍ୱାଦିକ ଅରିନ୍ଦମ ଦାସଙ୍କର ଅକାଳ ବିୟୋଗ ବିଷୟରେ ଖବର ପାଇ ମୁଁ
Read More...

ବ୍ୟଙ୍ଗାତ୍ମକ ଭାବେ ମୁହଁରେ ମୁହଁରେ ଗୀତ ବୋଲୁଛନ୍ତି କାର୍ତ୍ତିକ

ନବରଙ୍ଗପୁର, (ଜଗନ୍ନାଥ ବିଷୋୟୀ) : ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲ୍ଲାର କୋଷାଗୁମୁଡା ବ୍ଲକର କୋଷାଗୁମୁଡା ପଞ୍ଚାୟତର ଭେଲୁଆ ଗୁଡା ଗ୍ରାମରେ ଜଣେ ନିରକ୍ଷର ବ୍ୟକ୍ତି ଯିଏକି କାର୍ତ୍ତିକ ଭତରା ନାମରେ ଅଞ୍ଚଳରେ ସୁପରିଚିତ । ବ୍ୟକ୍ତି ଜଣକ ଆଞ୍ଚଳିକ ଆଦିବାସୀ ଭାଷାରେ ଦୈନଦିନ ଜୀବନରେ
Read More...

ବିଷଧର ସାପ କାମୁଡ଼ାରେ ବୃଦ୍ଧ ମୃତ

ନବରଙ୍ଗପୁର, (ଜଗନ୍ନାଥ ବିଷୋୟୀ) : କୋଷାଗୁମୁଡା ବ୍ଲକର କେ. ସେମଳା ଗାଁରେ ସାପ କାମୁଡାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ମନଧର ଚଲାଣ(୬୦) ମନଧର ନିଜ ଜମିରେ ଘାସ କାଟୁଥିବା ବେଳେ ସାପଟି ତାଙ୍କ ଗୋଡକୁ କାମୁଡ଼ି ଦେଇଥିଲା । ମନଧରଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ର ନେବା ପାଇଁ ପରିବାର ଲୋକ
Read More...

ସରପଞ୍ଚଙ୍କ ଦ୍ୱାରା ଡ୍ରେନ୍‌ ସଫେଇ

ନବରଙ୍ଗପୁର, (ଜଗନ୍ନାଥ ବିଷୋୟୀ) : ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ କୋଡ଼ିଙ୍ଗା ପଞ୍ଚାୟତ ସରପଞ୍ଚ ଡମାଇ ଭତରାଙ୍କ ଦ୍ୱାରା ଛେଣ୍ଡିଗୁଡା ଗ୍ରାମର ବିଭିନ୍ନ ସ୍ଥାନରେ ଥିବା ଡ୍ରେନ୍‌ ଗୁଡିକ ସଫେଇ କରିଥିବା ଜଣାପଡିଛି । ସୂଚନା ଅନୁସାରେ ସରପଞ୍ଚ ଆଜି ଛେଣ୍ଡିଗୁଡା ଗ୍ରାମକୁ ଯାଇ ନିଜେ
Read More...

ନବରଙ୍ଗପୁର ଜିଲ୍ଲା ଗସ୍ତ କଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଗ୍ରସ୍ତ କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନବରଙ୍ଗପୁର ଜିଲ୍ଲାରେ ପହଞ୍ଚିବା ପରେ ତାଙ୍କୁ ବିଜେପି କର୍ମୀମାନେ ସ୍ୱାଗତ କରିଥିଲେ । ପରେ ମନ୍ତ୍ରୀଙ୍କୁ ଏକ ବାଇକ ରାଲିରେ ନବରଙ୍ଗପୁର ସହର
Read More...

ସଡ଼କ ଦୁର୍ଘଟଣାର ଲାଇଭ୍ ଦୃଶ୍ୟ ସିସିଟିଭିରେ କଏଦ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ଜଟାବାଲ ଗ୍ରାମ ନିକଟସ୍ଥ ଏକ ପେଟ୍ରୋଲ ପମ୍ପ ସାମ୍ନାରେ ଏକ ମର୍ମ‌ନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇ ତା‌ଙ୍କୁ ସେଠାରୁ ଉଦ୍ଧାର କରି ପାପଡାହାଣ୍ଡି ମେଡିକାଲରେ ଭର୍ତ୍ତି
Read More...

ରାତ୍ରିକାଳୀନ କର୍ଫ୍ୟୁ ନବରଙ୍ଗପୁରରୁ ହଟିଲା

ନବରଙ୍ଗପୁର : ରାତ୍ରିକାଳୀନ କର୍ଫ୍ୟୁ ନବରଙ୍ଗପୁରରୁ ହଟିଲା ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି । ଜିଲ୍ଲାରେ ଗତ ୨୫ ତାରିଖରୁ ରାତ୍ରି ୮ ଟାରୁ ସକାଳ ୬ ଟା ପର୍ୟ୍ୟନ୍ତ ରାତ୍ରି କାଳୀନ କର୍ଫ୍ୟୁ ଜାରି କରାଯାଇଥିଲା । ତେବେ ସ୍ଥିତିରେ କିଛିଟା ସୁଧାର
Read More...

ଗାଁରେ ବିବାହ ଭୋଜି ଖାଇ ୫୦ରୁ ଅଧିକ ଅସୁସ୍ଥ

ନବରଙ୍ଗପୁର : ବିବାହ ଭୋଜି ଖାଇ ୫୦ରୁ ଅଧିକ ଜଣ ଅସୁସ୍ଥ ହୋଇ ପଡ଼ିଛନ୍ତି ବୋଲି ଖବର ମଳିଛି । ସୂଚନା ଯୋଗ୍ୟ ଯେ, ମଙ୍ଗଳବାର ଦିନ ନବର‌ଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ତୋହରା ଗାଁରେ ଏକକାଳୀନ ୫ରୁ ୬ ଗୋଟି ବିବାହ ଭୋଜି ଆୟୋଜନ ହୋଇଥିଲା । ତେବେ ବିବାହରେ ଗ୍ରାମବାସୀ ସହଯୋଗ କରିବା ସହ ଭୋଜି
Read More...

ଖାଦ୍ୟ ଅନ୍ୱେଷଣରେ ଗାଁ ମୁହାଁ ହୋଇଥିବା ଭାଲୁଟି ଖାଦ୍ୟ ଖୋଜୁଖୋଜୁ କୂଅରେ ଖସିପଡିଲା

ନବରଙ୍ଗପୁର : ଗତକାଲି ବିଳମ୍ବିତ ରାତିରେ ନବରଙ୍ଗପୁର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଦେଉଳା ଗାଁର ବିଭୀଷଣ ମାଳିଙ୍କ ବାଡ଼ିରେ ଥିବା ଶୁଖିଲା କୂଅରେ ଭାଲୁ ପଡ଼ିଛି । ସୂଚନା ଯୋଗ୍ୟ ଯେ, ନବରଙ୍ଗପୁର ସଦର ବ୍ଲକ୍ ଦେଉଳା ଗାଁର ବିଭୀଷଣ ମାଳିଙ୍କ ଚାଷ ଜମିରେ କିଛି ପରିବା ଚାଷ କରିବା ପାଇଁ ସେ
Read More...