ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଟ୍ରକ୍ ସହ ବାଡେ଼ଇ ହେଲା ବସ୍, ୧ ମୃତ, ୫ ଗୁରୁତର
ନବରଙ୍ଗପୁର : ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି । ନବରଙ୍ଗପୁର ଠାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ତ୍ରିପାଠୀ ବସ୍ ଆନ୍ଧ୍ରପ୍ରଦେଶ ବାରୁଆ ଥାନା ଅନ୍ତର୍ଗତ କୋରଲାମ ଭେସି ଛକ ନିକଟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ଦୁର୍ଘଟଣାରେ ବସ ହେଲ୍ପରର ମୃତ୍ୟୁ ହୋଇଥିବା ଖବର!-->…
Read More...
Read More...