Browsing Tag

naragarh news

ନାବାର୍ଡ ବରଗଡ଼ ପକ୍ଷରରୁ ଜାତୀୟ ହସ୍ତତନ୍ତ୍ର ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ନାବାର୍ଡ ବରଗଡ ଆନୁକୂଲ୍ୟରେ ଅତାବିରା ବ୍ଲକ କନଫରେନ୍ସ ହଲ୍‌ ଠାରେ ଜାତୀୟ ହସ୍ତତନ୍ତ୍ର ଦିବସ ପାଳିତ ହୋଇଯାଇଛି । ପ୍ରଥମେ ୱେବ୍‌ ମିନାର ମାଧ୍ୟମରେ ନାବାର୍ଡ ଭୁବନେଶ୍ୱରକୁ ସଂଯୋଗ କରାଯାଇଥିଲା । ପରେ ହସ୍ତକଳା ବିଷୟରେ ଆଲୋଚନା କରାଯାଇଥିଲା ।
Read More...