Browsing Tag

narashing pur news

ରାସ୍ତାରେ ପଡ଼ିଛି ମାନସିକ ବିକାରଗ୍ରସ୍ତ ମହିଳାଙ୍କ ମୃତଦେହ : ଅଜଣା ଗାଡ଼ି ଧକ୍କା ଦେଇଥିବା ସନ୍ଦେହ

ନରସିଂହପୁର : କଟକ ଜିଲ୍ଲା ନରସିଂହପୁର ମୁଖ୍ୟ ରାସ୍ତାର ଋଷିପଡା-ସିଆରିଆ ଛକ ନିକଟରେ ପଡ଼ିଛି ମାନସିକ ବିକାରଗ୍ରସ୍ତ ମହିଳାଙ୍କ ମୃତଦେହ । ତାଙ୍କୁ ଅଜଣା ଗାଡ଼ି ଧକ୍କା ଦେଇଥିବା ସନ୍ଦେହ କରାଯାଉଛି । ଖବର ପାଇ କାନପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ସୂଚନା ମୁତାବକ,
Read More...