Browsing Tag

nayagada news

ନୟାଗଡ଼ରେ ଜିଲ୍ଲାସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ

ନୟାଗଡ଼, (କେପିଏନ୍‌ଏସ୍‌) : ନୟାଗଡ଼ ଜିଲ୍ଲାରେ କାର୍ଯ୍ୟରତ ବିଭିନ୍ନ ବ୍ୟାଙ୍କର ଜିଲ୍ଲାସ୍ତରୀୟ ବୈଠକ ଶନିବାର ଦିନ ଜିଲ୍ଲା ସମ୍ମିଳନୀ କକ୍ଷ, ନୟାଗଡ଼ଠାରେ ଅନୁଷ୍ଠିତ ହୋଇଯାଇଛି । ଅଗ୍ରଣୀ ବ୍ୟାଙ୍କ କାର୍ଯ୍ୟାଳୟ, ନୟାଗଡ଼ ପକ୍ଷରୁ ଆୟୋଜିତ ଏହି ବୈଠକରେ ଜିଲ୍ଲାପାଳ ତଥା ଜିଲ୍ଲା…
Read More...

ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବା ଓ ଅବ୍ୟବସ୍ଥାକୁ ନେଇ ଚାଲିଥିବା ଧାରଣା…

ନୟାଗଡ଼, (କେପିଏନ୍‌ଏସ୍‌) : ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟସେବାକୁ ନେଇ କଂଗ୍ରେସ ପକ୍ଷରୁ କରାଯାଉଥିବା ଧାରଣା ପ୍ରତ୍ୟାହୃତ ହୋଇଥିବା ଜଣାପଡିଛି । ଧାରଣାସ୍ଥଳରେ ଖଣ୍ଡପଡ଼ା ବିଧାୟକ ଇଂ.…
Read More...

ଶ୍ରୀ ନୀଳକଣ୍ଠେଶ୍ୱର ଦେବଙ୍କୁ ଲକ୍ଷେ ବେଲପତ୍ର ଅର୍ପଣ କାର୍ଯ୍ୟକ୍ରମର ପୂର୍ଣ୍ଣାହୂତି ଉତ୍ସବ ଅନୁଷ୍ଠିତ

ନୟାଗଡ଼, (କେପିଏନ୍‌ଏସ୍‌) : ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ସହରର ଆରାଧ୍ୟ ଶ୍ରୀ ନୀଳକଣ୍ଠେଶ୍ୱର ମହାଦେବଙ୍କ ନିକଟରେ ଲକ୍ଷେ ବେଲପତ୍ର ଲାଗି କାର୍ଯ୍ୟକ୍ରମର ପୂର୍ଣ୍ଣାହୂତି ଉତ୍ସବ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଖଣ୍ଡପଡା ସହରର ବରିଷ୍ଠ ବ୍ରାହ୍ମଣ ସମାଜ ପକ୍ଷରୁ ଗତ ୭ ଦିନ ଧରି…
Read More...

ଦେଶୀ ମଦ ବୋଝେଇ ସ୍କୁଟିକୁ ଅଟକ ରଖି ପୁଲିସ ଜିମା ଦେଲେ ଗ୍ରାମବାସୀ

ନୟାଗଡ଼, (କେପିଏନ୍‌ଏସ୍‌) : ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ଅଧୀନ ଖଳିସାହି ପଞ୍ଚାୟତ କୋଟପୋଖରୀ ଗ୍ରାମରେ ଦୀର୍ଘ ଦିନ ଚୋରାରେ ଦେଶୀ ମଦ ବେପାର ଚଳାଇ ଆସୁଥିବା ଅଖିଳ ସ୍ୱାଇଁଙ୍କ ଦେଶୀ ମଦ ବୋଝେଇ ହୋଇଥିବା ଏକ ସ୍କୁଟି ଗାଡିକୁ ସ୍ଥାନୀୟ ବାସିନ୍ଦା ଅଟକ ରଖି ଖଣ୍ଡପଡ଼ା ପୁଲିସକୁ…
Read More...

ପାଣି ମିଟର ପୁଣି ଚୋରି ନେଇ ଉଦବେଗ : ନୀରବଦ୍ରଷ୍ଟା ସାଜିଛି ଖଣ୍ଡପଡ଼ା ପୁଲିସ

ନୟାଗଡ଼, (କେପିଏନ୍‌ଏସ୍‌) : ଗତ କିଛିଦିନ ତଳେ ନୟାଗଡ଼ ଜିଲ୍ଳା ଖଣ୍ଡପଡା ସହରର ବିଭିନ୍ନ ସ୍ଥାନରୁ ଲୁଟେରାମାନେ ବାସଗୃହକୁ ସଂଯୋଗ ହୋଇଥିବା ପାଣି ପାଇପ ଲାଇନରୁ ୩୯ଟି ମିଟର ଚୋରି କରି ନେଇଥିଲେ । ଏ ସଂର୍ପକରେ ଖଣ୍ଡପଡ଼ା ଜନସ୍ୱାସ୍ଥ୍ୟ ବିଭାଗ ସହକାରୀ ନିର୍ବାହୀଯନ୍ତ୍ରୀ ଇଂ ତ୍ରିଲୋଚନ…
Read More...

ଖଣ୍ଡପଡ଼ା ଅଞ୍ଚଳରେ ଘୋଷଯାତ୍ରା ଶାନ୍ତିଶୃଙ୍ଖଳା ସହ ଅନୁଷ୍ଠିତ

ନୟାଗଡ଼, (କେପିଏନ୍‌ଏସ୍‌) : ନୟାଗଡ଼ ଜିଲ୍ଳା ଖଣ୍ଡପଡ଼ା ଅଞ୍ଚଳରେ ଶ୍ରୀଜୀଉଙ୍କ ପବିତ୍ର ଘୋଷଯାତ୍ରା ଶାନ୍ତିଶୃଙ୍ଖଳାର ସହ ଅନୁଷ୍ଠିତ ହୋଇଯାଇଛି । ମନ୍ଦିରରେ ବିଗ୍ରହମାନଙ୍କ ନୀତିକାନ୍ତି ଶେଷ ହେବା ପରେ ଖଣ୍ଡପଡ଼ା ସହରରେ ଶ୍ରୀଜଗନ୍ନାଥଜୀଉ ଓ ପ୍ରଭୁ ପତିତପାବନଙ୍କୁ ଶ୍ରୀ ରଘୁନାଥଜୀଉଙ୍କ…
Read More...

ପାନୀୟଜଳ ପାଇଁ ସିଧାମୂଳା ଗ୍ରାମବାସୀଙ୍କ ରାସ୍ତାରୋକ ଆନ୍ଦୋଳନ

ନୟାଗଡ, (କେପିଏନ୍‌ଏସ୍‌) : ନୟାଗଡ ଜିଲ୍ଲା ଖଣ୍ଡପଡା ବ୍ଲକର ସିଧାମୂଳା ଗ୍ରାମ ଅଧୀନ ୪ଟି ୱାର୍ଡର ବାସିନ୍ଦା ଗତ ୫ ମାସ ହେଲା ପାଇପ ଲାଇନ ଯୋଗେ ପାନୀୟଜଳ ମୁନ୍ଦାଏ ପାଇବାରୁ ବଞ୍ଚିତ ହୋଇଥିବା ଜଣାପଡିଛି । ଗ୍ରାମ ନିକଟରେ ମହାନଦୀ ପ୍ରବାହିତ ହେଉଥିଲେ ହେଁ ପଞ୍ଚାୟତ କର୍ତ୍ତୃପକ୍ଷଙ୍କ…
Read More...

ଖଣ୍ଡପଡ଼ାରେ ଚାଞ୍ଚଲ୍ୟ : ଯୁବକଙ୍କୁ ହତ୍ୟା ପରେ ପେଟ୍ରୋଲ ପକାଇ ଜାଳିଦେଲେ

ନୟାଗଡ଼, (କେପିଏନ୍‌ଏସ୍‌) : ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଗଣିଆ ବ୍ଲକ ବାଲିସାହି ଅଞ୍ଚଳରେ ଯୁବକଙ୍କୁ ହତ୍ୟା କରିବା ପରେ ପେଟ୍ରୋଲ ପକାଇ ଜାଳି ଦେବା ଘଟଣାରେ ମୃତକଙ୍କ ପରିବାର, ଗ୍ରାମବାସୀ ଓ ସ୍ଥାନୀୟ ଲୋକେ ଗଣିଆ କଣ୍ଟିଲୋ ରାସ୍ତାର ଗଣିଆ ସରକାରୀ ବସଷ୍ଟାଣ୍ଡ ନିକଟ ରାସ୍ତା ଉପରେ ବସି…
Read More...

୭ମ ରାଜ୍ୟସ୍ତରୀୟ ମହେନ୍ଦ୍ର ସ୍ୱାଇଁ ମେମୋରିଆଲ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ : କଟକ ବିଡାନାସୀ ବିଜୟୀ

ନୟାଗଡ, (କେପିଏନ୍‌ଏସ୍‌) : ନୟାଗଡ ଜିଲ୍ଲା ଖଣ୍ଡପଡା ସହରର ମଧୁବନ ମିନି ଷ୍ଟାଡିୟମ ପରିସରରେ ଖଣ୍ଡପଡ଼ା ସ୍ପୋର୍ଟସ ଆସୋସିଏସନ ଆନୁକୂଲ୍ୟରେ ଆୟୋଜିତ ୭ମ ରାଜ୍ୟସ୍ତରୀୟ ମହେନ୍ଦ୍ର ସ୍ୱାଇଁ ମେମୋରିଆଲ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ଅପରାହ୍ନରେ ଉଦଘାଟିତ ହୋଇଯାଇଛି । ଖଣ୍ଡପଡା ବିଧାୟକ ଇଂ…
Read More...

ଖଳିସାହି ଗ୍ରାମର ସୁନା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ ଅଭିଯୋଗ

ନୟାଗଡ, (କେପିଏନ୍‌ଏସ୍‌) : ନୟାଗଡ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ଅଧୀନସ୍ଥ ଖଳିସାହି ବଜାରର ବିଶିଷ୍ଟ ସୁନା ଅଳଙ୍କାର ବ୍ୟବସାୟୀ ବିଜୟ କୁମାର ପୃଷ୍ଟିଙ୍କ ଘରୁ ଲକ୍ଷାଧିକ ଟଙ୍କା ମୂଲ୍ୟର ସୁନାଗହଣା ଓ ଟଙ୍କା ଦୁବୃର୍ତ୍ତମାନେ ଲୁଟ କରି ନେଇଥିବା ଅଭିଯୋଗ ହୋଇଛି । ବୁଧବାର ବିଳମ୍ବିତ ରାତିରେ…
Read More...