Browsing Tag

nayagarh news

୩ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଭିଜିଲାନ୍ସ ଦ୍ୱାରା ଧରାପଡିଲେ ବରିଷ୍ଠ କିରାଣୀ

ନୟାଗଡ଼, (କେପିଏନ୍‌ଏସ୍‌) : ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ସହରର ଜଣେ ପେନସନ ଉପଭୋକ୍ତାଙ୍କ ପେନସନ ବାବଦ କାଗଜପତ୍ର ଠିକ କରାଇଦେବା ନିମନ୍ତେ ୩ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ଦ୍ୱାରା ଗିରଫ ହୋଇଛନ୍ତି ଖଣ୍ଡପଡ଼ା ଉପ କୋଷାଗାରର ବରିଷ୍ଠ କିରାଣୀ ସରୋଜ କୁମାର ସାହୁ ।
Read More...

ବାଇକ ଦୁର୍ଘଟଣାରେ ୨ ଯୁବକ ମୃତ

ନୟାଗଡ, (କେପିଏନ୍‌ଏସ୍‌) : ନୟାଗଡ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ଅଧୀନସ୍ଥ ବୋଦସା ଗ୍ରାମ ଉପକଣ୍ଠରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ବାଇକ ଦୁର୍ଘଟଣାରେ ୨ ଜଣ ଯୁବକଙ୍କ ଅକାଳ ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତ ଯୁବକ ୨ ଜଣ ଭାପୁର ବ୍ଲକର ଧାନଚେଙ୍ଗଡା ପଞ୍ଚାୟତ ଅଧୀନ କଳଟାଙ୍ଗୀ ଗ୍ରାମର
Read More...

ଖଣ୍ଡପଡ଼ାରେ ବାଟବଣା ହୋଇଛି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ପୁନଃରୁଦ୍ଧାର କାର୍ଯ୍ୟ : ଚାଷୀ ମହଲରେ ଅସନ୍ତୋଷ, ତଦନ୍ତ ଦାବି

ନୟାଗଡ, (କେପିଏନ୍‌ଏସ୍‌) : ନୟାଗଡ ଜିଲ୍ଲା ଖଣ୍ଡପଡ଼ା ବ୍ଲକର ରାଣୀଛେଲି ପଞ୍ଚାୟତ ଅଧୀନ ଗୋଶିଙ୍ଗନାଳ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ମରାମତି କାର୍ଯ୍ୟ ବାଟବଣା ହୋଇ ଗତ ୨ ବର୍ଷ ହେଲା ଅଧାପନ୍ତରିଆ ଅବସ୍ଥାରେ ପଡିରହିଛି । ସମୟାନୁକ୍ରମେ ଉକ୍ତ ଡ୍ୟାମଟି ପୋତି ହୋଇ ପଡୁଥିବାରୁ ଡ୍ୟାମର ଜଳଧାରଣ
Read More...

ସାମନ୍ତ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା : ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ

ନୟାଗଡ, (କେପିଏନ୍‌ଏସ୍‌) : ନୟାଗଡ ଜିଲ୍ଲା ଖଣ୍ଡପଡ଼ା ମହୋତ୍ସବ ପଡିଆରେ ଆୟୋଜିତ ପ୍ରଥମ ସାମନ୍ତ ମହୋତ୍ସବର ୨ୟ ସନ୍ଧ୍ୟା ବେଶ ଚିତାକର୍ଷକ ହୋଇଥିଲା । ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ହଜାର ହଜାର ଦର୍ଶକଙ୍କ ମନ ଜିଣି ପାରିଥିଲା । ସନ୍ଧ୍ୟାରେ ଆୟୋଜିତ ସଭାରେ ସାମନ୍ତ ମହୋତ୍ସବ
Read More...

ସାମନ୍ତ ମହୋତ୍ସବ ଉଦ୍‌ଘାଟିତ

ନୟାଗଡ, (କେପିଏନ୍‌ଏସ୍‌) : ନୟାଗଡ ଜିଲ୍ଲା ଖଣ୍ଡପଡ଼ା ବାଇପାସ ରାସ୍ତା ପାର୍ଶ୍ବସ୍ଥିତ ମହୋତ୍ସବ ପଡିଆରେ ପ୍ରଥମ ସାମନ୍ତ ମହୋତ୍ସବ ଶୁକ୍ରବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି । ପୂର୍ବାହ୍ନରେ ଏ ପରିପ୍ରେକ୍ଷୀରେ ଏକ ମଶାଲ ଶୋଭାଯାତ୍ରା ଖଣ୍ଡପଡ଼ା ସହର ପରିକ୍ରମା କରିବା ସହ ମହୋତ୍ସବ ସ୍ଥଳରେ
Read More...

ଖବର କାଗଜ ବିତରକ ମାନଙ୍କୁ କମ୍ବଳ ବଣ୍ଟନ

ନୟାଗଡ଼, (କେପିଏନ୍‌ଏସ୍‌) : ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ଏବଂ ନୟାଗଡ଼ ରୋଟାରୀ କ୍ଲବ ଏକ୍ସିଲେନ୍ସିର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସଦର ମହକୁମାରେ କାର୍ଯ୍ୟରତ ଖବର କାଗଜ ବିତରକ ମାନଙ୍କୁ ପୁରୁଣା ସହର ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ସମ୍ମୁଖ ପ୍ରାଙ୍ଗଣରେ ଆଜି ଅପରାହ୍ନରେ କମ୍ବଳ ବଣ୍ଟନ
Read More...

ଖଣ୍ଡପଡ଼ାରେ ସୁସ୍ଥ ନାରୀ ଶସକ୍ତ ପରିବାର କର୍ୟ୍ୟକ୍ରମ ଅନୁଷ୍ଠିତ

ନୟାଗଡ, (କେପିଏନ୍‌ଏସ୍‌) : ନୟାଗଡ ଜିଲ୍ଲା ଖଣ୍ଡପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ସୁସ୍ଥ ନାରୀ ଶସକ୍ତ ପରିବାର କର୍ୟ୍ୟକ୍ରମ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି । ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ୟ୍ୟକ୍ରମକୁ ଆନୁଷ୍ଠାନିକ ଭାବେ
Read More...

ରେଞ୍ଜରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣା : ପତ୍ନୀ ଓ ପୁଅ ଗିରଫ

ନୟାଗଡ଼ : ପଞ୍ଚରିଡ଼ା ରେଞର ଶିଶିର ସାହୁଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ନିଜ ବାସଭବନରୁ ମିଳିବା ଘଟଣା । ଶିଶିରଙ୍କ ପତ୍ନୀ ନମିତା ଏବଂ ପୁଅ ଅଭିଷେକକୁ ଗିରଫ କଲା ଟାଉନଥାନା ପୋଲିସ । ଶନିବାର ବିଳମ୍ବିତ ରାତିରେ ଶିଶରଙ୍କ ପତ୍ନୀ ନମିତା ଓ ପୁଅ ଅଭିଷେକ ଶିଶରଙ୍କୁ ଜିଅନ୍ତା ଜାଳି ଦେଇଥିବା
Read More...

କଣ୍ଟିଲୋରେ ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୟାଗଡ଼ : କଣ୍ଟିଲୋ ନୀଳମାଧବ ମନ୍ଦିରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି କଣ୍ଟିଲୋରେ ନୀଳମାଧବଙ୍କ ଦର୍ଶନ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୀଳମାଧବ ମନ୍ଦିରରେ ଆଳତୀ କରିଥିଲେ । ପୂଜକ ସମାଜ ପକ୍ଷରୁ ସ୍ୱତନ୍ତ୍ର ଭାବେ ତିଆରି
Read More...

ଖଣ୍ଡପଡ଼ା ଅଗ୍ନିଶମ ବିଭାଗ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ନୟାଗଡ଼, (କେପିଏନ୍‌ଏସ୍‌) : ଖଣ୍ଡପଡା ଅଗ୍ନିଶମ ବିଭାଗର ଏସ୍ଓ ଅଜୟ କୁମାର ପାଇକରାୟଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଶନିବାର ଠାରୁ ଏକ ନିଆରା ମକଡ୍ରିଲ୍ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଖଣ୍ଡପଡ଼ା ତ୍ରିନାଥ ଛକ ସ୍ଥିତ ସାମନ୍ତ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପମ୍ପରେ କାର୍ଯ୍ୟରତ
Read More...