ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା : ଡ୍ରାଇଭର ମୃତ, ୨୫ରୁ ଅଧିକ ଆହତ
ନୟାଗଡ଼ : ନୟାଗଡ଼ରେ ଘଟିଛି ଏକ ଭୟଙ୍କର ବସ୍ ଦୁର୍ଘଟଣା । ଇଟାମାଟି ଥାନା ଅଧୀନ ପଣ୍ଡୁସର ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ଘରୋଇ ବସ୍ ରାସ୍ତାକଡ଼ରେ ଥିବା ଗଛକୁ ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ବସ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ।!-->…
Read More...
Read More...