ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ
ନୟାଗଡ଼ : ନୟାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ଜଣାପଡିଛି । ଏକାସାଙ୍ଗେ ୬ଟି ସ୍ଥାନରେ ଚଢାଉ ଚାଲିଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ଏକାସାଙ୍ଗେ ନୟାଗଡ଼, କଟକ, ଖୋର୍ଦ୍ଧାର ୬ଟି ସ୍ଥାନରେ ଚଢାଉ!-->…
Read More...
Read More...