Browsing Tag

Newdelhi news

ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ୩ ବର୍ଷ ବଢ଼ିଲା, କ୍ୟାବିନେଟର ଅନୁମୋଦନ

ନୂଆଦିଲ୍ଲୀ : ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଆସନ୍ତା ତିନି ବର୍ଷ ପର୍ଯ୍ୟନ୍ତ ତାଙ୍କ ପଦବୀରେ ରହିବେ । ଆସନ୍ତା ତିନି ବର୍ଷ ପାଇଁ ସରକାର ତାଙ୍କୁ ଆରବିଆଇର ଗଭର୍ଣ୍ଣର ଭାବରେ ପୁନଃ ନିଯୁକ୍ତ କରିଛନ୍ତି । ଏକ ସରକାରୀ ବିବୃତ୍ତିରେ କୁହାଯାଇଛି,
Read More...

ଦେଶରେ ଗତ୨୪ ଘଣ୍ଟାରେ ୧୪,୧୪୬ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ : ମୃତ୍ୟୁସଂଖ୍ୟା ୧୪୪

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪,୧୪୬ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୬୭,୭୧୯ରେ ପହଞ୍ଚିଥିବା ବେଳେ ସମୁଦାୟ ମୃତ୍ୟୁସଂଖ୍ୟା
Read More...

ଡେଙ୍ଗୁ ରୋଗରେ ଆକ୍ରାନ୍ତ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ

ନୂଆଦିଲ୍ଲୀ : ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ । ତେବେ ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସୁଧୁରୁଛି ବୋଲି ଏଆଇଏମ୍ଏସ୍ ଅଧିକାରୀମାନେ ଆଜି କହିଥିବା ବେଳେ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଡାକ୍ତରଖାନାର
Read More...

ଦେଶରେ ଗତ ୨୪ ଘଣ୍ଟାରେ ୧୮୯୮୭ କରୋନା ଆକ୍ରାନ୍ତ ଚିହ୍ନଟ : ୨୪୬ ମୃତ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ ୧୮୯୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୨୦,୭୩୦ରେ ପହଁଚିଥିବା ବେଳେ ମୃତ୍ୟୁସଂଖ୍ୟା ୪,୫୧, ୪୩୫ରେ ପହଞ୍ଚିଛି । ଏବେ
Read More...

ଗତ ୨୪ ଘଣ୍ଟାରେ ଭାରତରେ ୧୮,୯୮୭ କୋଭିଡ୍‌-୧୯ ସଂକ୍ରମଣ : ମୃତ୍ୟୁ ସଂଖ୍ୟା ୨୪୬

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮,୯୮୭ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୬ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୨୦,୭୩୦ରେ ପହଞ୍ଚିଥିବା ବେଳେ ସମୁଦାୟ
Read More...

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଅସୁସ୍ଥ : ଦିଲ୍ଲୀ ଏମ୍‌ସ୍‌ରେ ଭର୍ତ୍ତି

ନୂଆଦିଲ୍ଲୀ : ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଦିଲ୍ଲୀର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ (ଏଆଇଏମଏସ)ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିବା କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି। ଏକ ସୂତ୍ରରୁ ପ୍ରକାଶ, “ସେ
Read More...

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଆଜି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପଶ୍ଚିମବଙ୍ଗ ସଚିବାଳୟର ୧୪ ତମ ମହଲାରେ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ନିଆଁକୁ ଆୟତ୍ତ କରିବା ପାଇଁ ତୁରନ୍ତ ଅଗ୍ନିଶମ ବାହିନୀ ଓ ରାଜ୍ୟ ବିପର୍ଯ୍ୟୟ
Read More...

‘ଭାରତ ଏକ ହିନ୍ଦୁ ରାଷ୍ଟ୍ର ଅଟେ, ଥିଲା ଏବଂ ରହିବ’, ବିଜେପି ନେତାଙ୍କ ହୁଂକାର – ବର୍ତ୍ତମାନ…

ନୂଆଦିଲ୍ଲୀ : ବିଜେପିର ଜାତୀୟ ସାଧାରଣ ସମ୍ପାଦକ ସିଟି ରବି କହିଛନ୍ତି ଯେ, 'ଭାରତ ଏକ ହିନ୍ଦୁ ରାଷ୍ଟ୍ର ଅଟେ, ଥିଲା ଏବଂ ରହିବ'। କଂଗ୍ରେସକୁ ଟାର୍ଗେଟ କରୁଥିବା ବେଳେ ସେ ଏହା କହିଛନ୍ତି । ରବି କହିଛନ୍ତି ଯେ, କଂଗ୍ରେସ ପ୍ରଥମେ 'ଆପତ୍ତିଜନକ' ରାଜନୀତି କରିଥିଲା । ​​କିନ୍ତୁ ବର୍ତ୍ତମାନ
Read More...

ମହାରାଷ୍ଟ୍ରରେ ବନ୍ଦ ସମୟରେ ବସ୍ ଭଙ୍ଗାରୁଜା, ମୌନବ୍ରତରେ କଂଗ୍ରେସ ନେତା

ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ଲଖିମପୁର ଖେରୀ ଘଟଣା ଆହୁରି ଆହୁରି ଚର୍ଚ୍ଚାର ପରିସରକୁ ଆସୁଛି । ଆଜି ଲଖିମପୁର ହିଂସା ଅଭିଯୋଗର ମୁଖ୍ୟ ଅଭିଯୁକ୍ତ ତଥା କେନ୍ଦ୍ର ଗୃହମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କୁ ପୋଲିସ ରିମାଣ୍ଡରେ ନେବାକୁ କୋର୍ଟରେ ଶୁଣାଣି ହେବ । କ୍ରାଇମବ୍ରାଞ୍ଚ ଶାଖା
Read More...

ଲଖିମ୍‌ପୁର ହିଂସାକାଣ୍ଡରେ ଗିରଫ ହେଲେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ : ଦୀର୍ଘ୧୨ ଘଣ୍ଟା ପର୍ଯ୍ୟନ୍ତ ଜେରା

ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ଲଖିମ୍‌ପୁର ଖେରୀରେ ଗତ ସପ୍ତାହରେ ଘଟିଥିବା ହିଂସାକାଣ୍ଡ ଘଟଣାରେ କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କୁ ଗିରଫ କରାଯାଇଥିବା ଜଣାପଡିଛି । ତେବେ ଗିରଫ ହେବା ପୂର୍ବରୁ ଶନିବାର ଦିନ ଲଖିମ୍‌ପୁର ଖେରୀ ସ୍ଥିତ କ୍ରାଇମ ବ୍ରାଞ୍ଚ କାର୍ଯ୍ୟାଳୟରେ
Read More...